Posted inଫୁରସତ

ଶ୍ମଶାନରେ ପାଳିଲେ ଜନ୍ମଦିନ

ସାଧାରଣତଃ କୌଣସି ବନ୍ଧୁଙ୍କର ଜନ୍ମଦିନ ପାଳନ କରିବା ପାଇଁ କେତେକ’ଣ ପୂର୍ବ ପ୍ରସ୍ତୁତି ଚାଲିଥାଏ। କେଉଁଠି କେକ୍‌ କଟାଯିବ, କେତେ ଅତିଥି ଯୋଗଦେବେ, ଭୋଜିରେ ଖାଦ୍ୟ ତାଲିକା କ’ଣ ରହିବ ଇତ୍ୟାଦି ଇତ୍ୟାଦି। ମାତ୍ର ଶ୍ମଶାନରେ ଜନ୍ମଦିବସ ପାଳନ ହୋଇ କେକ୍‌ କଟାଯିବା କେବେ ଶୁଣିଛନ୍ତି। କିନ୍ତୁ ମହାରାଷ୍ଟ୍ରରେ ଏପରି ଭିନ୍ନ ଘଟଣା ଦେଖିବାକୁ ମିଳିଛି। ଏଠାକାର ନାସିକ୍‌ ଜିଲାର ଚନ୍ଦୋରୀ ଗାଁର କିଛି ଯୁବକ ଦୁଇଦିନ ତଳେ ନିଜ ବନ୍ଧୁଙ୍କ ୨୫ତମ ଜନ୍ମଦିବସ ଶ୍ମଶାନରେ ଖୁବ୍‌ ଧୂମଧାମରେ ପାଳନ କରିବା ସହ କେକ୍‌ ମଧ୍ୟ କାଟିଛନ୍ତି। ସେମାନଙ୍କ କହିବା କଥା ଲୋକଙ୍କର ଯେଉଁ ଅନ୍ଧବିଶ୍ୱାସ ରହିଛି ଶ୍ମଶାନରେ କେବଳ ଅଶୁଭ କାର୍ଯ୍ୟ କରାଯାଏ, ତାହାକୁ ଦୂର କରିବା ପାଇଁ ଏହା ତାଙ୍କର ଛୋଟ ପ୍ରୟାସ। ଆମେ ଏପରି ସ୍ଥାନରେ ଭୋଜିଭାତ କରି ଆମ ବନ୍ଧୁଙ୍କ ଆୟୁଷ ବଢ଼ାଇ ଦେଇଛୁ ବୋଲି ସେମାନେ ମତ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅନ୍ତଃବସ୍ତ୍ର ପିନ୍ଧି ରାସ୍ତାରେ ନାଚିଲେ ପୁନିତ ସୁପରଷ୍ଟାର, ଭିଡିଓ ହେଉଛି ଭାଇରାଲ

ସୋସିଆଲ ମିଡିଆରେ ଅଭିନୟ କରି ଲକ୍ଷ ଲକ୍ଷ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ପୁନିତ ସୁପରଷ୍ଟାର ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପୁନିତଙ୍କର ଅନେକ ଭିଡିଓ...

ସ୍ବେଚ୍ଛାସେବା ଦ୍ୱାରା ବିଶ୍ୱର ବିକାଶ

ଅର୍ଥନୈତିକ ଏବଂ ସାମାଜିକ ବିକାଶ ପାଇଁ ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ ଦିବସ ପ୍ରତିବର୍ଷ ୫ ଡିସେମ୍ବରରେ ପାଳନ କରାଯାଏ। ୧୯୮୫ ମସିହାରେ ମିଳିତ ଜାତିସଂଘ ସାଧାରଣ ସଭା...

ବିଶ୍ୱର ସବୁଠୁ ବୟସ୍କ କଇଁଛ

ନୂଆଦିଲ୍ଲୀ: କଇଁଛ ସାଧାରଣତଃ ୧୦ରୁ ୨୦ ବର୍ଷ ପର୍ଯ୍ୟନ୍ତ ବଞ୍ଚୁଥିବାବେଳେ କିଛି ପ୍ରଜାତିର କଇଁଛ ୧୫୦ ବର୍ଷ ପର୍ଯ୍ୟନ୍ତ ବଞ୍ଚତ୍ବାର ସମ୍ଭାବନା ରହିଛି। ଜୋନାଥନ ନାମକ...

ବିବାହରେ ରୁଟି ଶେକୁଛନ୍ତି ଅତିଥି

ପୂର୍ବରୁ  ବିବାହ ବୋହୁତ ସରଳ ଥିଲା। ମାତ୍ର ବର୍ତ୍ତମାନ ଏହି ଧାରା ସମ୍ପୂର୍ଣ୍ଣ ବଦଳି ଯାଇଛି। ବିବାହ ପୂର୍ବରୁ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ ଠାରୁ...

ଷ୍ଟେଜ୍‌ ଉରେ କନ୍ୟାଙ୍କୁ ଧରି ଏମିତି ବୁଲାଇଲେ ବର, ଶେଷରେ ଯାହା ଘଟିଲା ଦେଖିଲେ…

ବର୍ତ୍ତମାନ ବିବାହ ସିଜିନ୍‌ ଚାଲିଛି। ଏହି ସମରେ ବର, କନ୍ୟା ବିବାହର ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏପରି ଏକ ଭିଡିଓ ଭାଇରାଲ ହେଉଛି,...

ନୌସେନାର ୪୧୧ ବର୍ଷର ଇତିହାସ

ଭାରତୀୟ ନୌସେନା ଦିବସ ପ୍ରତିବର୍ଷ ୪ ଡିସେମ୍ବରରେ ପାଳନ କରାଯାଇଥାଏ। ଦେଶର ସାମୁଦ୍ରିକ ସୀମା ସୁରକ୍ଷାରେ ନୌସେନାର ସଫଳତା ଏବଂ ଭୂମିକା ନେଇ ଏହି ଦିବସ...

ପ୍ଲାଟ୍‌ଫର୍ମରେ ଏମିତି ଡ୍ୟାନ୍ସ କଲେ ଯୁବତୀ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଭାଇରାଲ ହେବାର ଇଚ୍ଛା ଲୋକଙ୍କୁ ଏମିତି କାର୍ଯ୍ୟ କରିବାକୁ ବାଧ୍ୟ କରୁଛି, ଯାହା ପୂର୍ବରୁ କେବେ ଦେଖି ନ ଥିବେ। ଆଜିକାଲି ଲୋକମାନେ...

୭୫ ବର୍ଷ ହେବ ଲଗାତର ଜଳୁଛି ଏହି ଦୋକାନର ଚୁଲି

ଭାରତରେ ଏପରି ଅନେକ ଦୋକାନ ଅଛି, ଯାହା ପିଢି ପରେ ପିଢି ଚାଲିଆସୁଛି। ପ୍ରାୟତଃ ଏହିପରି ଅନେକ ଦୋକାନ ଦେଖିପାରିବେ, ଯାହା ଗୋଟିଏ ପିଢିରୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri