Posted inଫୁରସତ

ଶ୍ମଶାନରେ ପାଳିଲେ ଜନ୍ମଦିନ

ସାଧାରଣତଃ କୌଣସି ବନ୍ଧୁଙ୍କର ଜନ୍ମଦିନ ପାଳନ କରିବା ପାଇଁ କେତେକ’ଣ ପୂର୍ବ ପ୍ରସ୍ତୁତି ଚାଲିଥାଏ। କେଉଁଠି କେକ୍‌ କଟାଯିବ, କେତେ ଅତିଥି ଯୋଗଦେବେ, ଭୋଜିରେ ଖାଦ୍ୟ ତାଲିକା କ’ଣ ରହିବ ଇତ୍ୟାଦି ଇତ୍ୟାଦି। ମାତ୍ର ଶ୍ମଶାନରେ ଜନ୍ମଦିବସ ପାଳନ ହୋଇ କେକ୍‌ କଟାଯିବା କେବେ ଶୁଣିଛନ୍ତି। କିନ୍ତୁ ମହାରାଷ୍ଟ୍ରରେ ଏପରି ଭିନ୍ନ ଘଟଣା ଦେଖିବାକୁ ମିଳିଛି। ଏଠାକାର ନାସିକ୍‌ ଜିଲାର ଚନ୍ଦୋରୀ ଗାଁର କିଛି ଯୁବକ ଦୁଇଦିନ ତଳେ ନିଜ ବନ୍ଧୁଙ୍କ ୨୫ତମ ଜନ୍ମଦିବସ ଶ୍ମଶାନରେ ଖୁବ୍‌ ଧୂମଧାମରେ ପାଳନ କରିବା ସହ କେକ୍‌ ମଧ୍ୟ କାଟିଛନ୍ତି। ସେମାନଙ୍କ କହିବା କଥା ଲୋକଙ୍କର ଯେଉଁ ଅନ୍ଧବିଶ୍ୱାସ ରହିଛି ଶ୍ମଶାନରେ କେବଳ ଅଶୁଭ କାର୍ଯ୍ୟ କରାଯାଏ, ତାହାକୁ ଦୂର କରିବା ପାଇଁ ଏହା ତାଙ୍କର ଛୋଟ ପ୍ରୟାସ। ଆମେ ଏପରି ସ୍ଥାନରେ ଭୋଜିଭାତ କରି ଆମ ବନ୍ଧୁଙ୍କ ଆୟୁଷ ବଢ଼ାଇ ଦେଇଛୁ ବୋଲି ସେମାନେ ମତ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଟନେସ୍‌ ପାଇଁ ବିଲେଇ ବାଛିଛି ଏମିତି ଉପାୟ, କାରକୁ ମଧ୍ୟ ଛାଡ଼ିଲାନି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

କୁମ୍ଭୀର ଆଁରୁ ଏମିିତି ଚାଲାକି କରି ବଞ୍ଚିଲା କୁକୁଡା, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ମୃତ୍ୟୁ ମୁହଁରୁ ଏମିତି ଖସି ଆସୁଛି ବେଙ୍ଗ, ଭିଡିଓ ଦେଖିଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଟ୍ରାଫିକ୍‌ ଜାମ୍‌ରେ ଫଶିବାରୁ ଏହି ବ୍ୟକ୍ତି ନିଜେ ତିଆରି କଲେ ହେଲିକପ୍ଟର

ଦିନକୁ ଦିନ ରାସ୍ତାଘାଟରେ ଗାଡ଼ିମୋଟର ସଂଖ୍ୟା ବଢ଼ିଚାଲିଛି। ଫଳରେ ଟ୍ରାଫିକ ସମସ୍ୟା ଦେଖାଦେବାରୁ ଲୋକେ ଠିକ୍‌ ସମୟରେ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରୁନାହାନ୍ତି। ଏଥିରୁ ରକ୍ଷା ପାଇବା...

ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ

ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ...

ପରିବର୍ତ୍ତନର ବାର୍ତ୍ତା ଦିଏ ସାହିତ୍ୟ

ଦୀର୍ଘ ୫ ଦଶନ୍ଧି ଧରି ତାଙ୍କର ସାଧନା ଜାରି ରହିଛି। ସାହିତ୍ୟର ବିଭିନ୍ନ ଦିଗରେ ସେ କଲମ ଚାଳନା କରି ରଚନା କରିଛନ୍ତି ଶତାଧିକ ପୁସ୍ତକ।...

ଓଜନ ହୋଲ୍‌ର ଆକାର କମିବାରେ ଲାଗିଛି !

ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ...

କିସ୍‌ ଡେ’: ଜାଣନ୍ତୁ କାହାକୁ କେମିତି କରିବେ କିସ୍‌

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା...

Advertisement
Archives

Model This Week