ଶ୍ମଶାନ ଜମି ପାଇଁ କୋର୍ଟରେ ୨୮ ବର୍ଷ ଲଢ଼େଇ ପରେ ପାକିସ୍ତାନୀ ହିନ୍ଦୁଙ୍କୁ ମିଳିଲା ଅଧିକାର

ଇସଲାମାବାଦ୍‌,୧୪।୧: ପାକିସ୍ତାନରେ ଶ୍ମଶାନ ଜମିକୁ ନେଇ କୋର୍ଟରେ ଦୀର୍ଘ ୨୮ ବର୍ଷ ଧରି ହିନ୍ଦୁମାନେ ଲଢ଼େଇ ଜାରି ରଖିଥିଲେ। ଏବେ କୋର୍ଟ ହିନ୍ଦୁମାନଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଖାଇବର ପସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ୍‌ ଖାଁ ଅଞ୍ଚଳରେ ଥିବା ଶ୍ମଶାନ ଜମି ଉପରେ କିଛି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଜବର ଦଖଲ କରାଯାଇଥିଲା। ଏନେଇ ହିନ୍ଦୁମାନଙ୍କ ପକ୍ଷରୁ କୋର୍ଟରେ ଆବେଦନ କରାଯାଇଥିଲା। ଏହି ଜମିକୁ ସିଘାଂର ସିଂ ନାମକ ଜଣେ ବ୍ୟକ୍ତି ଶ୍ମଶାନ ପାଇଁ କିଣିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଏହାକୁ ସ୍ଥାନୀୟ ଲୋକେ ଜବର ଦଖଲ କରିଥିଲେ। ତେବେ କୋର୍ଟ ରାୟ ପରେ ପ୍ରଶାସନ ପକ୍ଷରୁ ଜବର ଦଖଲ ହଟାଯାଇ ଜମିକୁ ହିନ୍ଦୁମାନଙ୍କୁ ଫେରାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କଲେ ରାଷ୍ଟ୍ରପତି ରୁହାନି

ତେହେରାନ୍‌,୭।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଇରାନ୍‌ ରାଷ୍ଟ୍ରପତି ହସନ ରୁହାନି ଆମେରିକାର ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା...

‘ କେବଳ ମିଳିତ ଉଦ୍ୟମ ଦ୍ୱାରା ମହାମାରୀର ଅନ୍ତ ସମ୍ଭବ’

ଡାଭୋସ,୧୮।୧: କରୋନା ମହାମାରୀରୁ ମୁକ୍ତି ପାଇବାକୁ ହେଲେ ମିଳିତ ଉଦ୍ୟମ ଜରୁରୀ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ କହିଛନ୍ତି। ସାରା ବିଶ୍ୱରେ ଟିକାର ସୁଷମ...

ଆମେରିକାରେ ବ୍ରାଜିଲ କରୋନା ଭାଇରସ!

ୱାଶିଂଟନ,୨୬ ।୧: କରୋନା ମାହାମରୀ ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଆମେରିକା । ଏବେ ପୁଣିଥରେ ଆମେରିକାବାସୀଙ୍କ ଚିନ୍ତା ବୃଦ୍ଧି ପାଇଛି । ଗଣମାଧ୍ୟମର...

୪ ଦଶନ୍ଧି ପରେ କ୍ୟୁବାରେ ପ୍ରଥମ ପ୍ରଧାନମନ୍ତ୍ରୀ

ହାଭାନା,୨୩ା୧୨: ଦୀର୍ଘ ୪ ଦଶନ୍ଧି ପରେ କ୍ୟୁବାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମାନୁଏଲ ମାରେରୋ କ୍ରୁଜ୍‌ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ମିଗୁଏଲ୍‌ ଡିଆଜ୍‌ କାନେଲ ପ୍ରଧାନମନ୍ତ୍ରୀ...

ହିଜାବ ସପକ୍ଷରେ ବାହାରିଲେ ଷ୍ଟାର ଫୁଟ୍‌ବଲର ପୋଗବା

ନୂଆଦିଲ୍ଲୀ,୧୧।୨: କର୍ନାଟକର ଏକ ଉଡୁପି ଜିଲାର ସରକାରୀ କଲେଜର ଛାତ୍ରୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ହିଜାବ ବିବାଦ ଏବେ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚିଛି। ଏହି ଆନ୍ଦୋଳନର...

ଫେସ୍‌ବୁକ୍‌ ପୋଷ୍ଟ ମାଧ୍ୟମରେ ସମ୍ଭାବ୍ୟ ଯୁଦ୍ଧ ତାରିଖ କହିଲେ ୟୁକ୍ରେନ୍‌ ରାଷ୍ଟ୍ରପତି

କ୍ୱିଭ୍‌,୧୫।୨: ୟୁକ୍ରେନ ସଙ୍କଟ ଧୀରେ ଧୀରେ ବଢିବାରେ ଲାଗିଛି। ୟୁକ୍ରେନକୁ ଘେଣିବା ପାଇଁ ରୁଷିଆ ଆକ୍ରମଣ ପାଇଁ ୧.୩୦ଲକ୍ଷ ସେନ୍ୟ ଓ ମିସାଇଲ ପ୍ରସ୍ତୁତ କରି...

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ପାକିସ୍ତାନରେ ଟମାଟୋ ୪୦୦

କରାଚୀ,୨୧।୧୧(ଆଇଏଏନ୍‌ଏସ୍‌): ପାକିସ୍ତାନରେ ପରିବା ଦର ଆକାଶଛୁଆଁ ହୋଇଛି। ଟମାଟୋ କିଲୋ ୪୦୦ ଟଙ୍କାରେ ବିକ୍ରି ହେଉଛି। ସୋମବାର ଟମାଟୋ କେ.ଜି. ପିଛା ୩୦୦ରୁ ୩୨୦ ଟଙ୍କା...

Advertisement
Archives

Model This Week