Posted inଖେଳ

ଶ୍ରଦ୍ଧାଞ୍ଜଳି ଖେଲୋ ଇଣ୍ଡିଆର ଚୟନକର୍ତ୍ତା

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-ଭାରତରେ ଫୁଟବଲର ସର୍ବାଙ୍ଗୀନ ବିକାଶ ପାଇଁ ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ପ୍ରୋତ୍ସାହନ ଦେବା ସହିତ କ୍ରୀଡ଼ାର ଅତ୍ୟାଧୁନିକ ଜ୍ଞାନକୌଶଳ ଯୋଗାଇ ଦେବାକୁ ଖେଲୋ ଇଣ୍ଡିଆ କର୍ତ୍ତୁପକ୍ଷ ଅଣ୍ଟା ଭିଡ଼ିଛନ୍ତି। ଏହି କ୍ରମରେ ଶୁକ୍ରବାରଠାରୁ କଟକରେ ଆରମ୍ଭ ହେଉଥିବା ଜାତୀୟ ସବ୍‌ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ରୁ ଗୁଣାତ୍ମକ ମାନରେ ଖେଳାଳି ଚିହ୍ନଟ ପାଇଁ ଖେଲୋ ଇଣ୍ଡିଆ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଫୁଟବଲର ତଥା ଭାରତୀୟ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଚୟନକର୍ତ୍ତାଭାବେ ନିଯୁକ୍ତ ଦେଇଛି। ଭାରତୀୟ ଫୁଟବଲ ମହାସଂଘ, ଖେଲୋ ଇଣ୍ଡିଆ କର୍ତ୍ତୁପକ୍ଷ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ସହଯୋଗରେ ଏହି ଜାତୀୟ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ପୂର୍ବରୁ ଶ୍ରଦ୍ଧାଞ୍ଜଳି ୧୯ ବର୍ଷରୁ କମ୍‌ ଓ ୧୭ ବର୍ଷରୁ କମ୍‌ ବୟସ ବର୍ଗର ଜାତୀୟ ଚୟନକର୍ତ୍ତାଭାବେ ନିଜର ଦାୟିତ୍ୱ ସଫଳତାର ସହ ନିର୍ବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri