ଶ୍ରଦ୍ଧାଳୁଙ୍କ ଟାର୍ଗେଟ୍‌ରେ ଲୁଟେରା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ମା’ ଜଗଜ୍ଜନନୀଙ୍କୁ ଦର୍ଶନ କରିବା ପାଇଁ ସବୁଠି ଭକ୍ତଙ୍କ ଭିଡ଼ ଲାଗିଛି। ଆଉ ସେପଟେ ଶ୍ରଦ୍ଧାଳୁଙ୍କ ଟାର୍ଗେଟ୍‌ କରୁଛନ୍ତି ଲୁଟେରା। ସମସ୍ତ ପୂଜା ମଣ୍ଡପରେ ମାଳ ମାଳ ସିସିଟିଭି ଲାଗିବା ସତ୍ତ୍ୱେ ଲୁଟେରାଙ୍କ ରାଜ୍‌ ଚାଲିଛି। ରାଜଧାନୀର ନୟାପଲ୍ଲୀ ପୂଜାମଣ୍ଡପରେ ୩ ମହିଳାଙ୍କଠାରୁ ଲୁଟ୍‌ ହୋଇଥିବାବେଳେ ଷ୍ଟେଶନବଜାର ମଣ୍ଡପରେ ଜଣଙ୍କ ମୋବାଇଲ ଫୋନ ଓ ଜଣଙ୍କ ସୁନାଚେନ୍‌ ଲୁଟ୍‌ ହୋଇଛି। ସେହିପରି ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ୩ ଜଣ ଲୁଟ୍‌ର ଶିକାର ହୋଇଛନ୍ତି। ମଞ୍ଚେଶ୍ୱର ଥାନା ଅଧୀନରେ ୨ ଜଣ ଯୁବକଙ୍କ ପର୍ସ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ପୂଜାମଣ୍ଡପରେ ଲୁଟ୍‌ପାଟ କରୁଥିବା ୫ ଜଣ ଅଭିଯୁକ୍ତଙ୍କୁ ପୋଲିସ ଉଠାଇ ନେଇ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ...

CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ...

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ...

ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼...

ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା...

ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ...

ଓଡ଼ିଶାରେ ପ୍ରତିଷ୍ଠା ହେବ ୪ ବାଣିଜି୍ୟକ କୋର୍ଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ...

ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ।...

Advertisement
Archives

Model This Week