ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ

ଶ୍ରାବଣ ଶେଷ ସୋମବାର ମହାଦେବଙ୍କ ଦର୍ଶନଲାଗି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୨୬, ୨୦୨୨)

ଖରା ବଢ଼ିବା ସାଙ୍ଗକୁ ଅସହ୍ୟ ଗରମ ଯୋଗୁ ଭୁବନେଶ୍ୱରରେ ଜନଜୀବନ ଅସ୍ତବ୍ୟସ୍ତ   ଭୁବନେଶ୍ୱର ପିଏମଜି ରୋଡ଼ରେ ଆଖୁରସ ପିଇବାକୁ ଭିଡ଼   ଓଡ଼ିଶାର ପ୍ରଥମ...

ଶରତର କଅଁଳ ସ୍ପର୍ଶରେ କାଶତଣ୍ଡୀର ସମ୍ଭାର ରାଜନଗର ହଂସୁଆ ନଦୀ ତଟରେ ପ୍ରକୃତିର ରୁପା ଓଢଣୀ ..

ଶରତର କଅଁଳ ସ୍ପର୍ଶରେ କାଶତଣ୍ଡୀର ସମ୍ଭାର ରାଜନଗର ହଂସୁଆ ନଦୀ ତଟରେ ପ୍ରକୃତିର ରୁପା ଓଢଣୀ ..

ଅଲିଶାବଜାର ପୂଜାମଣ୍ଡପରେ ମହାନବମୀ ପୂଜା ଅବସରରେ ଶ୍ରଦ୍ଧାଳୁଙ୍କୁ ଅନ୍ନ ଏବଂ ମାଛ ଭୋଗ ବଣ୍ଟନ କରାଯିବା ପାଇଁ ପ୍ରସ୍ତୁତି ଚାଲିଛି।

ଅଲିଶାବଜାର ପୂଜାମଣ୍ଡପରେ ମହାନବମୀ ପୂଜା ଅବସରରେ ଶ୍ରଦ୍ଧାଳୁଙ୍କୁ ଅନ୍ନ ଏବଂ ମାଛ ଭୋଗ ବଣ୍ଟନ କରାଯିବା ପାଇଁ ପ୍ରସ୍ତୁତି ଚାଲିଛି।

ଭାଜପାରେ ଯୋଗଦେଲେ ଅଶ୍ୱିନୀ ବୈଷ୍ଣବ

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି।

ସିଂହଦ୍ୱାରରେ ସ୍ଥାପନ ହେଲା ଜୟ, ବିଜୟ ମୂର୍ତ୍ତି

ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରପାଳ ଜୟ ଓ ବିଜୟଙ୍କ ନବନିର୍ମିତ ମୂର୍ତ୍ତି ସ୍ଥାପନ କରାଯାଇଛି।

ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି

ଜନ୍ମାଷ୍ଟମୀ ଉପଲକ୍ଷେ ରାଧାକୃଷ୍ଣଙ୍କ ଦର୍ଶନ ନିମନ୍ତେ ନୟାପଲ୍ଲୀ ଇସ୍କନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି।

ଓଡ଼ିଶା: ଆଜିର ଫଟୋ (ଡ଼ିସେମ୍ବର ୨୫, ୨୦୨୧)

କଟକ କ୍ୟାଣ୍ଟନମେଣ୍ଟ ରୋଡସ୍ଥିତ କ୍ୟାଥଲିକ ଚର୍ଚ୍ଚରେ କ୍ୟାଣ୍ଡେଲ ଜାଳି ପ୍ରାର୍ଥନା     ଭୁବନେଶ୍ୱର ସତ୍ୟନଗର ଚର୍ଚ୍ଚରେ ଯୀଶୁଙ୍କ ଜନ୍ମଦିନରେ ଶ୍ରଦ୍ଧାଳୁଙ୍କ  ଦର୍ଶନ    ...

ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି

ଛାତ୍ର ସଂସଦ ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି କଟକ ଚଣ୍ଡିଛକଠାରେ ଛାତ୍ରମାନେ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି।

Advertisement
Archives

Model This Week