ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଆଲି ମିଦା (୩୦), ଖୁର୍ସିଦ୍‌ ସେଖ (୫୨) ଓ ମିଜାରୁଲ ମିଦା (୩୫)। ଆଲି ମିଦାଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଡ଼ାକ୍ତରଖାନାରେ ପହଞ୍ଚତ୍ ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ। ଖଲ୍ଲିକୋଟ ପୋଲିସ ବସ୍‌ ଓ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଇ ସାଇକେଲରେ ଭବିଷ୍ୟତ ସ୍ବପ୍ନ

ବାଲେଶ୍ୱର ଅଫିସ, ୩୦।୬: ପରିବାର ଦାୟିତ୍ୱ ଆଗରେ ହାର୍‌ ମାନିଛି ଶାରୀରିକ ଅକ୍ଷମତା। ଅଭାବ ଅନାଟନ ସତ୍ତ୍ୱେ ସେ ୪ ପ୍ରାଣୀଙ୍କ ମୁହଁରେ ହସ ଫୁଟାଇ ଚାଲିଛନ୍ତି।...

ନୂତନ ଅଦାଲତରୁ ତ୍ୱରିତ ନ୍ୟାୟ ଆଶା

ବଅଁରପାଳ,୨୪ା୧(ଡି.ଏନ.ଏ.) ସିଭିଲ କେସ୍‌ ହେଉ କି ଚୋରି, ଡକାୟତି, ମାରପିଟ୍‌ ମକଦ୍ଦମା, ତାରିଖ ପଡ଼ିବା ମାତ୍ରେ ଅଦାଲତରେ ହାଜିରା ଦେବା ନିଶ୍ଚିତ। ହେଲେ ବଅଁରପାଳ ବ୍ଲକରେ...

ଶବଦାହ ପାଇଁ ମିଳୁନି କାଠ

ବରଗଡ଼ ଅଫିସ,୧୮।୨- ବରଗଡ ସହରର ଶବଦାହ ପାଇଁ ଏବେ କାଠର ଅଭାବ ଦେଖିବାକୁ ମିଳିଛି । ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି।...

ବିପଦରେ ବୈତରଣୀ ନଦୀ ଉପର ବ୍ରିଜ

ଯାଜପୁର,୮।୮(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧିକାରୀ ଏବଂ କର୍ମଚାରୀଙ୍କ ଶସ୍ତା କାର୍ଯ୍ୟାନୁଷ୍ଠାନ ଏବଂ ଲାଭଖୋର ମନୋବୃତ୍ତି ପଡୋଶୀ ଜିଲାର ବାଲି ମାଫିଆମାନଙ୍କୁ ବେଶ...

ସିଏମ୍‌ସି ଲାଗି ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ କଲା ଭାଜପା

କଟକ ଅଫିସ,୬।୩: ବର୍ତ୍ତମାନ ୩ ମହାନଗର ନିଗମରେି ରାଜନୀତି ସରଗରମ ହେଉଛି। ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା...

ବଦଳିବ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ରୂପରେଖ

ଅନୁଗୋଳ ଅଫିସ, ୬।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ନବକଳେବର ହେବ। ମଲ୍ଟି ସ୍ପେଶିଆଲିଟି ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ନୂଆ କୋଠାରେ ପୃଥକ୍‌ ବହିର୍ବିଭାଗ (ଓପିଡି),...

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ...

ଗମନାଗମନରେ ଦାଉ ସାଧୁଛେ କାଦୋ ରାସ୍‌ତା:ଅଂଚଲବାସୀକଁର ଦାବି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

କଲମପୁର,୩୧। ୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିନୁ ସହର ତକ୍‌ ଗମନାଗମନ ସୁବିଧା ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ...

Advertisement
Archives

Model This Week