ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଆଲି ମିଦା (୩୦), ଖୁର୍ସିଦ୍‌ ସେଖ (୫୨) ଓ ମିଜାରୁଲ ମିଦା (୩୫)। ଆଲି ମିଦାଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଡ଼ାକ୍ତରଖାନାରେ ପହଞ୍ଚତ୍ ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ। ଖଲ୍ଲିକୋଟ ପୋଲିସ ବସ୍‌ ଓ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ପାଳିବେ ୩୧ତମ ଜନ୍ମଦିନ

ନୂଆଦିଲ୍ଲୀ,୪।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ମଙ୍ଗଳବାର ୩୧ତମ ଜନ୍ମଦିନ ପାଳିବାକୁ ଯାଉଛନ୍ତି। ଏହି ମହାନ ବ୍ୟାଟ୍ସମ୍ୟାନ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଦିଲ୍ଲୀର...

କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ...

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୩ା୧୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅଧୀନ ଏକ ନର୍ସିଂହୋମ୍‌ରେ ପ୍ରସବ ପରେ ପ୍ରସୂତିଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ...

ଗରାଏ ପାଣି ପାଇଁ ଘଣ୍ଟାଏ

ବଇଣ୍ଡା, ୧୬।୫:  ଗ୍ରାମାଞ୍ଚଳବାସୀଙ୍କୁ ହାତପାହାନ୍ତାରେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ଅନେକ ଯୋଜନା କରିଛନ୍ତି ସରକାର। ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ଲାଗି ‘ବସୁଧା’ ଯୋଜନାରେ...

ବୀରମହାରାଜପୁର ୧ ନଂ ଜୋନ୍‌ରେ କଂଗ୍ରେସ ଆଗରେ

ଅମରପାଲି,୨୬ା୨(ଡି.ଏନ୍‌.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍‌ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର...

ସରିଛି ବାଲିଯାତ୍ରା, ହେଲେ ଭରିନି ମନ

କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି।...

୫ମାସ ହେଲା ମିଳିନି ଚାଉଳ

କେନ୍ଦୁଝର, ୨୧।୪( ସ୍ବ.ପ୍ର.)-ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତ ଅତାସହି ଗ୍ରାମର ମନ୍ମଥ ସାହୁଙ୍କ ସ୍ତ୍ରୀ ପ୍ରମିଳା ସାହୁଙ୍କ ନାମରେ ରାଶନ କାର୍ଡ (ନମ୍ବର- ୧୮୦୪୦୨୧୨୪୩୨) ରହିଛି।...

ମାଛ ଚୋରି କରିବାକୁ ଆସି ଶିକ୍ଷକଙ୍କୁ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦେବଗଡ଼,୧।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂସର ଫାଣ୍ଡି ଅନ୍ତର୍ଗତ ପାଳୁଣୀପଡ଼ା ଗ୍ରାମରେ ଗୁରୁବାର ରାତିରେ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଆଶୁତୋଷ...

Advertisement
Archives

Model This Week