ଶ୍ରମିକଙ୍କ ମୃତଦେହ ବୋଲେରୋରେ ନେଉଥିଲେ ପ୍ଲାଣ୍ଟ କର୍ମଚାରୀ: ରାସ୍ତାରୁ ଜବତ କଲା ପୋଲିସ

ପରଜଙ୍ଗ,୧୩।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ୍‌ ଷ୍ଟିଲ୍‌ କମ୍ପାନୀରେ ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାଁ ଗୋପୀନାଥ। ଘର କଲିକତା ଅଞ୍ଚଳରେ ବୋଲି ସୂଚନା ମିଳିଛି। ତେବେ ଦୁର୍ଘଟଣା ପରେ ପୋଲିସକୁ ନ ଜଣାଇ ଏକ ବୋଲେରୋରେ କିଛି ପ୍ଲାଣ୍ଟ କର୍ମଚାରୀ ନେଉଥିବା ସମୟରେ ପୋଲିସ ମୃତଦେହକୁ ରାସ୍ତାରୁ ଜବତ କରିଛି । ଘଟଣାସ୍ଥଳରେ ପରଜଙ୍ଗ ଥାନା ଅଧିକାରୀ ସନ୍ତୋଷ କୁମାର ପ୍ରଧାନ, ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ୍‌ ନାୟକ, ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ପ୍ରମୁଖ ପହଞ୍ଚି ପ୍ଲାଣ୍ଟରେ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?