ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ

ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି। ଗୁରୁବାର ସୁଡ୍ରୁକୁମ୍ପା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଲଛମନ କହଁର ଓ ସମାଜସେବୀ ଶିବପ୍ରସାଦ ସାହୁ, ନାଏବ ସରପଞ୍ଚ ଦଣ୍ଡପାଣି ବେହେରା ଘରଘର ବୁଲି ସାମାଜିକ ଦୂରତା ରକ୍ଷାକରି ଶ୍ରମିକ କାର୍ଡଧାରୀଙ୍କୁ ଏହି ଟଙ୍କା ବଣ୍ଟନ କରିଥିଲେ। ଅନ୍ୟପକ୍ଷରେ ଅନେକ ଲୋକଙ୍କ ପାଖରେ ଶ୍ରମିକ କାର୍ଡ ଥାଇ ମଧ୍ୟ ତାଲିକାରେ ନଁା ନଥିବାରୁ ସେମାନେ ସହାୟତା ନ ପାଇ ନିରାଶ ହୋଇଛନ୍ତି। ଏନେଇ ଜିଲାପାଳ ଦୃଷ୍ଟି ଦେବାକୁ ଶ୍ରମିକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪-  ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ...

ବନ ବିଭାଗ ପକ୍ଷରୁ ଚଢ଼ାଉ : ଶାଳକାଠ ସହ ଗାଡ଼ି ଜବତ, ୨ ଗିରଫ

ମାଲକାନଗିରି,୨୧।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ପଦ୍ମଗିରି ନିକଟରେ ବନ ବିଭାଗ ପକ୍ଷରୁ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ଶାଳକାଠ ସହ ଏକ ପିକ୍‌ଅପ୍‌ ଜବତ...

୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ...

ଶପଥ ଗ୍ରହଣ କଲେ ସୁବାସ ସିଂ

କଟକ ଅଫିସ,୭।୪: କଟକର ନବନିର୍ବାଚିତ ମେୟର ସୁବାସ ସିଂ ଶପଥ ଗ୍ରହଣ କରିଛନ୍ତି । ସିଏମ୍‌ସି ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ଏନେଇ...

୩୧ଦାଦନ ଶ୍ରମିକ ଉଦ୍ଧାର, ୩ସର୍ଦ୍ଦାର ଗିରଫ

ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ...

ବେଆଇନ ବାଲି ଚାଲାଣ: ୧୨ ଟ୍ରାକ୍ଟର ଜବତ, ୧ ଲକ୍ଷ ୨୨ ହଜାର ଜରିମାନା ଆଦାୟ

ଆନନ୍ଦପୁର,୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ଆଦିବାସୀ ଅଧୁସୀତ ବୁଢ଼ିକୁଦ ପଞ୍ଚାୟତ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ...

ସ୍କୁଲ ଯିବା ବୟସରେ ପିଲାମାନେ ଗୋଟାଉଛନ୍ତି ମହୁଲ

ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍‌ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର...

ବଧୂ ହତ୍ୟା ଅଭିଯୋଗ

ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ।...

Advertisement
Archives

Model This Week