ଶ୍ରମିକ ନେତାଙ୍କୁ ଘରେ ପଶି ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଜଣେ ଶ୍ରମିକ ନେତାଙ୍କ ଘରେ ପଶି ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ସୋମବାର ଅଭିଯୋଗ ହୋଇଛି। ପାରାଦୀପ ଡକ୍‌ ଆଣ୍ଡ କନଷ୍ଟ୍ରକ୍‌ସନ୍‌ ୟୁନିୟନର ସମ୍ପାଦକ ଜତିକାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଛି। ଜତିକାନ୍ତଙ୍କ ଭୁବନେଶ୍ୱରସ୍ଥ କଳାରାହାଙ୍ଗ ଘରେ ୭/୮ ଜଣ ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ପଶି ତାଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ତାଙ୍କ ମୁଣ୍ଡ ଫାଟିଛି। ଜତିକାନ୍ତଙ୍କ ପୁଅକୁ ମଧ୍ୟ ଦୁର୍ବୃତ୍ତମାନେ ଛୁରିରେ ଆକ୍ରମଣ କରିଥିବା ଜଣାପଡ଼ିଛି। ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri