ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା ୬୪୨ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ବିଭିନ୍ନ ରାଜ୍ୟରୁ ୮ ଲକ୍ଷ ପ୍ରବାସୀଙ୍କୁ ପଠାଇବାରେ ସକ୍ଷମ ହୋଇଛି । ଏହି ସମସ୍ତ ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବାବଦ ଅର୍ଥ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୮୫:୧୫ ପ୍ରତିଶତ ହିସାବରେ ବହନ କରିବେ ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ସୁଦ୍ଧା ୫୩୨ ଟି ଟ୍ରେନ ପହଞ୍ଚତ୍ ସାରିଥିବା ବେଳେ ୧୧୦ଟି ଟ୍ରେନ ଗନ୍ତବ୍ୟ ସ୍ଥଳ ଅଭିମୁଖେ ବାହାରି ସାରିଛି । ପ୍ରତି ଟ୍ରେନରେ ୧୨୦୦ଜଣ ଯାତ୍ରୀ ଏବଂ ୨୪ଟି ବଗି ସହ ଏହି ଟ୍ରେନ ଗୁଡିକ ଯାତ୍ରା କରୁଛି ା ପ୍ରତି ବଗିରେ ୭୨ସିଟ୍‌ ଓ ୫୪ ଜଣ ଯାତ୍ରୀ ସରକାରୀ ନିୟମ ଅନୁସାରେ ଯାତ୍ରା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri