ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର ସମେତ ରାଜ୍ୟ ବାହାର ଛତିଶଗଡ଼, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରୁ ହଜାର ହଜାର ବୋଲବମ ଭକ୍ତ କୋରାପୁଟଠରେ ପହଞ୍ଚିଛନ୍ତି। କୋଲାବ ଜଳଭଣ୍ଡାରରୁ ଜଳ ସଂଗ୍ରହ କରି ଜିଲାର ବୈପାରିଗୁଡ଼ା ବ୍ଲକରେ ଥିବା ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର, ଶାବର ଶ୍ରୀକ୍ଷେତ୍ରର ଶାବରେଶ୍ୱର, ଅର୍ଦ୍ଧନାରୀଶ୍ୱର, ବାବା ଆଖଣ୍ଡଳମଣି ଆଦି ମନ୍ଦିର ଯାଇ ଲମ୍ବା ଲାଇନରେ ଅପେକ୍ଷା କରି ମହାଦେବଙ୍କ ଉପରେ ଜଳଲାଗି କରିଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri