ଶ୍ରୀକାନ୍ତ ନନ୍ଦ ହତ୍ୟା ମାମଲାର ପର୍ଦ୍ଦାଫାଶ: ହନୁମାନ ଟଙ୍କା ଲାଗି ହତ୍ୟାକାଣ୍ଡ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ,୧୮।୮: ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ବରଗାଁର ଶ୍ରୀକାନ୍ତ ନନ୍ଦ ହତ୍ୟା ଘଟଣାର ପର୍ଦ୍ଧାଫାଶ କରିବାରେ ପୋଲିସ ସଫଳ ହୋଇଛି । ଏହି ହତ୍ୟା ମାମଲାରେ ପୁଇଁତଲା ଥାନା ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବାହାଲବୁକା ଗାଁର ସୁରେଶ ବାଗ, ବେହେରାପାଲିର ନରେଶ ନନ୍ଦ, ବଲାଙ୍ଗୀର କଂସାରୀପଡାର ମଦନ ନାଗ ଓ ଖଦାଲପଡାର ରିତେଶ ସେଠ। ହନୁମାନ ଟଙ୍କା ଲାଗି ଏହି ହତ୍ୟାକାଣ୍ଡ ହୋଇଥିବା ତଦନ୍ତରୁ ଜଣାପଡ଼ିଛି। ଅନ୍ୟ ୫ ଅଭିଯୁକ୍ତ ଫେରାର ଥିବା କୁହାଯାଇଛି । ବଲାଙ୍ଗୀର ଏସଡିପିଓ ଶ୍ରୀମନ୍ତ ବାରିକ ଓ ପୁଇଁତଲା ଥାନାଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକ ରବିବାର ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri