ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ ପନ୍ତି ଖାଇଥିଲେ। ଏହା ପରଦିନ ଅର୍ଥାତ ଶନିବାର ତିନିରଥର ଆଉ ୩୬ ଚକ ଏବଂ ୧୮ଟି ଅଖ ଡେରା ଯାଇଛି। ପ୍ରଥମେ ବଡ଼ ଠାକୁରଙ୍କ ତାଳଧ୍ୱଜ ରଥର ଚକ ଅଖ ଡେରା ଯିବା ପରେ ଦର୍ପଦଳନ ଏବଂ ନନ୍ଦିଘୋଷ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଭୋଇ ସେବକମାନେ ଏହି କାର୍ଯ୍ୟ ସମ୍ପାଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଲାଗି ନାରୀ ଆଜି ବି ସଂଘର୍ଷରତ

ପୁରୀ ଅଫିସ, ୧୩।୮: ପୁରୀର ନାଟ୍ୟାନୁଷ୍ଠାନ ‘ରଙ୍ଗଶାଳା’ ଆନୁକୂଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଚାଲିଥିବା ଦ୍ୱାଦଶ ଜାତୀୟ ନାଟକ ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ଦିବସ। ଭୁବନେଶ୍ୱରର...

ଡକାୟତି ଉଦ୍ୟମ ପଣ୍ଡକଲା ଅନୁଗୋଳ ପୋଲିସ: ୭ ଜଣଙ୍କୁ ମାଡ଼ି ବସିଲା, ଜଣେ ଫେରାର

ଅନୁଗୋଳ ଅଫିସ, ୪।୯-ଅନୁଗୋଳ ପୋଲିସ ସୋମବାର ବିଳମ୍ବିତ ରାତିରେ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଗ୍ୟାଙ୍ଗର ୭ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ...

ବିଜୁ ଯୁବ ବାହିନୀ ତରଫରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ‘ମୋ ବେଳାଭୂମି’ ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳରୁ ଆବର୍ଜନା ମୁକ୍ତ...

ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ

ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍‌ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ରିଞ୍ଜା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କର୍ଲାମୁଣ୍ଡା,୨।୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଭବନରେ ଶୁକ୍ରବାର ଭୋରରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି...

ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର

ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍‌ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର...

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ...

Advertisement


Archives

Model This Week