ଶ୍ରୀଗୁଣ୍ଡିଚା ଯାତ୍ରା: ସକାଳ ୭ରୁ ପହଣ୍ଡି, ମଧ୍ୟାହ୍ନ ୧୨ରୁ ରଥଟଣା

ପୁରୀ ଅଫିସ,୨୨।୬: ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ୩ ରଥରେ ବିଜେ କରି ମାଉସୀ ମା’ଙ୍କ ମନ୍ଦିର ଯାତ୍ରା କରିବେ ଦାରୁଦିଅଁ। ଏ ନେଇ ଯୁଦ୍ଧ କାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। କରୋନା କଟକଣା ମଧ୍ୟରେ ରଥଯାତ୍ରା ପାଳନ ନେଇ ସୁପ୍ରିମକୋର୍ଟ ଅନୁମତି ଦେବାପରେ ରାଜ୍ୟ ସରକାର ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ଲାଗିପଡ଼ିଛନ୍ତି। ଏ ନେଇ ନୀତିକାନ୍ତି ପ୍ରସ୍ତୁତି ହୋଇଛି। ପ୍ରାତଃ ୩ ଘଟିକାରେ ମଙ୍ଗଳ ଆଳତୀ, ୩.୩୦ରେ ତଡ଼ପଲାଗି, ୫ଟାରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହେବାକୁଥିବା ବେଳେ ୬ଟା ୪୫ ମିନିଟ୍‌ରେ ମଙ୍ଗଳାର୍ପଣ ହେବ। ସେହିପରି ସକାଳ ୭ଟାରେ ପହଣ୍ଡି ଆରମ୍ଭ ହୋଇ ୧୦ ଟାରେ ଶେଷ ହେବ।

ଏହାସହ ୧୦ରୁ ୧୦ .୩୦ ମିନିଟ୍‌ ମଧ୍ୟରେ ମଦନମୋହନ ବିଜେ ନୀତି ସମ୍ପର୍ଣ୍ଣ ହେବ। ୧୦ଟା ୩୦ରୁ ୧୧ଟା ଚିତାଲାଗି, ୧୧ଟାରୁ ସାଢେ ୧୧ଟା ବେଶ ଶେଷ, ୧୧ଟା ୩୦ରେ ଛେରା ପହଁରା ହେବ। ସେହିଭଳି ୧୧ଟା ୪୫ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବା ଓ ରଥଟଣା ମଧ୍ୟାହ୍ନ ୧୨ଟା ରେ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri