ଶ୍ରୀଗୁଣ୍ଡିଚା ଯାତ୍ରା: ସକାଳ ୭ରୁ ପହଣ୍ଡି, ମଧ୍ୟାହ୍ନ ୧୨ରୁ ରଥଟଣା

ପୁରୀ ଅଫିସ,୨୨।୬: ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ୩ ରଥରେ ବିଜେ କରି ମାଉସୀ ମା’ଙ୍କ ମନ୍ଦିର ଯାତ୍ରା କରିବେ ଦାରୁଦିଅଁ। ଏ ନେଇ ଯୁଦ୍ଧ କାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। କରୋନା କଟକଣା ମଧ୍ୟରେ ରଥଯାତ୍ରା ପାଳନ ନେଇ ସୁପ୍ରିମକୋର୍ଟ ଅନୁମତି ଦେବାପରେ ରାଜ୍ୟ ସରକାର ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ଲାଗିପଡ଼ିଛନ୍ତି। ଏ ନେଇ ନୀତିକାନ୍ତି ପ୍ରସ୍ତୁତି ହୋଇଛି। ପ୍ରାତଃ ୩ ଘଟିକାରେ ମଙ୍ଗଳ ଆଳତୀ, ୩.୩୦ରେ ତଡ଼ପଲାଗି, ୫ଟାରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହେବାକୁଥିବା ବେଳେ ୬ଟା ୪୫ ମିନିଟ୍‌ରେ ମଙ୍ଗଳାର୍ପଣ ହେବ। ସେହିପରି ସକାଳ ୭ଟାରେ ପହଣ୍ଡି ଆରମ୍ଭ ହୋଇ ୧୦ ଟାରେ ଶେଷ ହେବ।

ଏହାସହ ୧୦ରୁ ୧୦ .୩୦ ମିନିଟ୍‌ ମଧ୍ୟରେ ମଦନମୋହନ ବିଜେ ନୀତି ସମ୍ପର୍ଣ୍ଣ ହେବ। ୧୦ଟା ୩୦ରୁ ୧୧ଟା ଚିତାଲାଗି, ୧୧ଟାରୁ ସାଢେ ୧୧ଟା ବେଶ ଶେଷ, ୧୧ଟା ୩୦ରେ ଛେରା ପହଁରା ହେବ। ସେହିଭଳି ୧୧ଟା ୪୫ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବା ଓ ରଥଟଣା ମଧ୍ୟାହ୍ନ ୧୨ଟା ରେ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦ୍‌ ଅବସ୍‌ତାରେ ପଁଚେତ୍‌ କୁଠା

ଲାଠୋର, ୧୬ା୯ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ ଅଫିସ କୁଠା ବିପଦ୍‌ ଅବସ୍‌ତାରେ ରହିଛେ। ହେଲେ ଇ କୁଠାର ମରାମତି...

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା...

ବିରୋଧ ସତ୍ତ୍ୱେ ପଥର ଖଣି ନିଲାମ

ନୟାଗଡ଼ ଅଫିସ/ରଣପୁର,୧୨।୧୨ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ଝାରପଡ଼ା ଆରଆଇ ସର୍କଲର ଓସ୍ତପଡ଼ା ଅଞ୍ଚଳରେ ଲୋକଙ୍କ ବିରୋଧ ସତ୍ତ୍ୱେ ମାଙ୍କଡା ପଥର ଖଣିକୁ ନିଲାମ...

କନିକା ପ୍ରଜାମେଳିର ପୁନରାବୃତ୍ତି

କେନ୍ଦ୍ରାପଡ଼ା ଅଫିସ,୧୩।୮: କନିକା ରାଜାଙ୍କର ୬୪ ପ୍ରକାର କରକୁ ପ୍ରଜା ବହନ କରୁଥିଲେ। ଏହା ବିରୋଧରେ ୧୯୨୨ରେ ପ୍ରଜାମେଳି ହୋଇଥିଲା। ରାଜାସାହେବ ପ୍ରଜାଙ୍କ ଦମନଲୀଳା ପାଇଁ...

ଗାଁ ଲୋକେ ଜଗୁଛନ୍ତି ଜଙ୍ଗଲ

ନୟାଗଡ଼ ଅଫିସ,୨।୧: ଚୋରଙ୍କ କବଳରୁ ଗ୍ରାମବାସୀ ଜବତ କରିଥିବା ଶାଗୁଆନ କାଠ ବନବିଭାଗ ନେଇ ଯିବା ପରେ ନୟାଗଡ଼ ଜିଲା ରଣପୁର ବ୍ଲକ୍‌ ଗୁଣ୍ଡୁରାବାରୀ ଗାଁରେ...

ଦାଦନ ଯାଇ ବାପ୍‌ ଆରପାରେ: ୭ ବଛର ହେଲା ରୋଗ୍‌ରେ ଖଟେ ପଡ଼ିଛନ୍‌ ଝି’ ସୁନିଆ

ପର୍ଲା, ୩୦ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବହେରା ଗଁାର ସ୍ବର୍ଗତ ପଦମନ ସୋରିକଁର ଝି’ ସୁନିଆ(୨୧)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ଆକ୍‌ରଁାତ...

ଯୋଗାଣ ହେଉଛି ବାଲି, ଗୋଡ଼ିମିଶା ଚାଉଳ

ଭବାନୀପାଟଣା,୧।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ କାର୍ଯ୍ୟାଳୟ (ଆଇସିଡିଏସ)ରେ ଦୁର୍ନୀତିର ଗନ୍ଧ ଏବେ ବାରି ହେଉଛି। ବର୍ତ୍ତମାନ ଚାଉଳ ଯୋଗାଣକାରୀ...

ଅଫ୍‌ଲାଇନରେ ହେବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ଟର୍ମ-୧

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍‌ଲାଇନ୍‌ରେ...

Advertisement
Archives

Model This Week