ଶ୍ରୀଜୀଉଙ୍କ ଆଳତି ଦର୍ଶନ ପାଇଁ ଭିଡ଼

ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ନବମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀ ଜୀଉମାନଙ୍କ ଶେଷ ଦର୍ଶନ କଲେ ଅଖଣ୍ଡ ସୌଭାଗ୍ୟ ଓ ପୁଣ୍ୟ ପ୍ରାପ୍ତ ହୁଏ ବେଲି ବିଶ୍ୱାସ ରହିଛି। ପୌରାଣିକ ମତାନୁସାରେ ଏହି ତିଥିରେ ଠାକୁରଙ୍କ ସନ୍ଧ୍ୟା ଆଳତି ଦର୍ଶନ ସହ ନିଜ ପରିବାର ଲୋକଙ୍କୁ ଦେଖିବା ପାଇଁ ପୂର୍ବ ପୁରୁଷମାନେ ଗୁଣ୍ଡିଚା ମନ୍ଦିରରେ ଅପେକ୍ଷା କରିଥାନ୍ତି ା ତେଣୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦୃଷ୍ଟିଗୋଚର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri