Posted inଜାତୀୟ

ଶ୍ରୀନଗରରେ ଏକକାଳୀନ ନମାଜ ପଢିବାରେ ଲାଗିଲା ପ୍ରତିବନ୍ଧକ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ହଟାଇ ଦିଆଯିବା ପରେ ସୋମବାର ଏଠାରେ ପ୍ରଥମ କରି ଇଦ୍‌-ଉଲ୍‌-ଜୁହା ପାଳନ କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଠାକାର ମୋହାଲା ମସ୍‌ଜିଦରେ ଲୋକେ ନମାଜପାଠ କରିବା ପାଇଁ ପହଞ୍ଚିଥିଲେ। ହେଲେ ସମସ୍ତଙ୍କୁ ଏକକାଳୀନ ମସଜିଦ ଭିତରକୁ ନ ଛାଡି ପର୍ଯ୍ୟାୟ କ୍ରମେ ଏମାନେ ନମଜ ପାଠ କରିବାର ବନ୍ଦୋବସ୍ତ କରିଥିଲା ପୋଲିସ। ଯେ କୌଣସି ସମୟରେ କିଛି ଅଘଟଣକୁ ଏଡାଇବା ପାଇଁ ପୋଲିସ ପକ୍ଷରୁ ଏପରି ବ୍ୟବସ୍ଥା ଗ୍ରହଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସବ୍‌କା ସାଥ୍‌ ସବ୍‌କା ବିକାଶ’ ମନ୍ତ୍ରରେ ସରକାର କାମ କରୁଛନ୍ତି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ଶୁକ୍ରବାର ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ସେଣ୍ଟ୍ରାଲ ହଲ୍‌ରେ ଉଭୟ ଗୃହକୁ ସମ୍ବୋଧିତ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଭାରତ...

ହାଡ଼ ମଜଭୁତ କରେ ଛତୁ

ମଶରୁମ୍‌ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ...

ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୫।୩: ଜମ୍ମୁ -କଶ୍ମୀର ଅବନ୍ତିପୋରା ଜିଲା ଚାରସୋ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସେଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ...

୨୦୨୩ରେ ଇସ୍ରୋ ଆରମ୍ଭ କରିବ ଶୁକ୍ର ମିଶନ

ନୂଆଦିଲ୍ଲୀ,୧୮।୫: ଇସ୍ରୋ ପକ୍ଷରୁ ୨୦୨୩ରେ ଶୁକ୍ର ମିଶନ ଆରମ୍ଭ କରାଯିବାର ଯୋଜନା କରାଯାଇଛି। ଶୁକ୍ରକୁ ଯାଉଥିବା ସ୍ପେସ୍‌କ୍ରାଫ୍ଟରେ ୨୦ରୁ ଅଧିକ ଉପକରଣର ଉପଯୋଗ କରାଯିବ ବୋଲି...

କର୍ନାଟକର ବିଦ୍ରୋହୀ ବିଧାୟକ ମାଗିଲେ ୪ ସପ୍ତାହ ସମୟ

ବେଙ୍ଗାଲୁରୁ,୨୩।୭: କର୍ନାଟକ ରାଜନୀତି ଦିନକୁ ଦିନ ନୂଆ ମୋଡ ନେଉଛି। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀଙ୍କ ମେଣ୍ଟ ସରକାରର ଆସ୍ଥା ଭୋଟକୁ ନେଇ ଚାଲିଛି ନାଟକ। ସୋମବାର...

ବିବାହ ବନ୍ଧନରେ ବାନ୍ଧିହେଲେ ହରିଶ ସାଲ୍‌ଭେ

ଲଣ୍ଡନ,୨୯ା୧୦: ଜଣାଶୁଣା ଓକିଲ ତଥା ଭାରତର ପୂର୍ବତନ ସଲିସିଟର ଜେନେରାଲ ହରିଶ ସାଲଭେ ବୁଧବାର ତାଙ୍କ ବନ୍ଧୁ କାରୋଲିନ୍‌ ବ୍ରୋସାର୍ଡଙ୍କ ସହ ଲଣ୍ଡନର ଏକ ଚର୍ଚ୍ଚରେ...

ଦିଲ୍ଲୀରେ ଅପରେଶନ୍‌ ‘ଲୋଟସ୍‌’ ବିଫଳ: ଏଏପିକୁ ଭାଙ୍ଗିବାକୁ ଭାଜପାର ସିବିଆଇ-ଇଡିର ଛାଟ

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀରେ ଏକ୍ସାଇଜ୍‌ ସ୍କାମ୍‌ ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ଆମ ଆଦମୀ ପାର୍ଟି (ଏଏପି) ଓ ଭାଜପା ମଧ୍ୟରେ ବିବାଦ ଆହୁରି ବଢ଼ିବାରେ...

Advertisement
Archives

Model This Week