ଶ୍ରୀମନ୍ଦିରରେ ଏଏସ୍‌ଆଇ ଡିଜି: ମରାମତି କାର୍ଯ୍ୟର ତଦାରଖ କଲେ

ପୁରୀ ଅଫିସ, ୨୪ା୧୨: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି) ଉଷା ଶର୍ମା ସୋମବାର ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଶର୍ମା ସିଂହଦ୍ୱାରରେ ପହଞ୍ଚତ୍ବା ପରେ ତାଙ୍କୁ ଏଏସ୍‌ଆଇ ଅଧିକାରୀ ସ୍ବାଗତ କରିଥିଲେ। ପରେ ଶର୍ମା ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଏଏସ୍‌ଆଇ ପକ୍ଷରୁ ମନ୍ଦିରରେ ଚାଲିଥିବା ମରାମତି କାର୍ଯ୍ୟର ତଦାରଖ କରିଥିଲେ। ନାଟମଣ୍ଡପ କାମର ଅଗ୍ରଗତି ସମ୍ପର୍କରେ ସେ ପଚାରି ବୁଝିଥିଲେ। ଏଥିସହ ନାଟମଣ୍ଡପରେ ଲଗାଯାଇଥିବା କ୍ରାକ୍‌ ମିଟର କିପରି ରିଡିଂ କରୁଛି, ଫନୀରେ ମନ୍ଦିରର ଯେଉଁ କ୍ଷତି ଘଟିଥିଲା ସେସବୁର ମରାମତି ସମ୍ପର୍କରେ ମଧ୍ୟ ଅବଗତ ହୋଇଥିଲେ। ଆଗକୁ ଯେଉଁ ସବୁ କାମ ରହିଛି ତାହାକୁ ଶୀଘ୍ର ଶେଷ କରିବା ଲାଗି ପରାମର୍ଶ ଦେଇଥିଲେ। ଡିଜି ଶର୍ମାଙ୍କ ଏହି ପରିଦର୍ଶନ ସମୟରେ ସ୍ଥାନୀୟ ଏଏସ୍‌ଆଇ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri