ଶ୍ରୀମନ୍ଦିରରେ ପଣାସଂକ୍ରାନ୍ତି ନୀତି: ଆଜିଠୁ ନୂତନ ପାଞ୍ଜି ପ୍ରଚଳନ

ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ ବେଶ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା, ଗୋପାଳବଲ୍ଲଭ ନୀତି ହୋଇ ସକାଳ ଧୂପ ପଣାସଂକ୍ରାନ୍ତି ନୀତି ସମ୍ପନ୍ନ ହୋଇଛି। ସେହିପରି ସୌରମାନ ମାସ ଅନୁସାରେ ଓଡ଼ିଆ ନବବର୍ଷର ପ୍ରଥମ ଦିନ। ଏବଂ ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା...

ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି...

ଚୁଲିରୁ ନିଆଁଲାଗି ନାବାଳିକା ଗୁରୁତର

ମୁନିଗୁଡ଼ା,୧୪।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ମା’ ପଞ୍ଚାୟତକୁ ଚାଉଳ ଆଣିବାକୁ ଯାଇଥିଲେ। ଏହି ସମୟରେ...

ରାପର୍‌ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ

ଭବାନୀପାଟଣା,୧୨।୭ (ଡି.ଏନ୍‌.ଏ.): ‘ରାପର୍‌ ଡୁଲେ ରକ୍‌’ଙ୍କ ରାପ୍‌ ସଙ୍ଗ୍‌ ସୋସିଆଲ୍‌ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି...

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦...

ସରପଞ୍ଚ, ସମିତିସଭ୍ୟଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି ମନ୍ତ୍ରୀ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ପଞ୍ଚାୟତ ନିର୍ବାଚନ ଆଇନ ଅନୁଯାୟୀ ୱାର୍ଡ ମେମ୍ବର, ସମିତିସଭ୍ୟ ଏବଂ ସରପଞ୍ଚ ପ୍ରାର୍ଥତ୍ତ୍ୱ ଅଣରାଜନୈତିକ ହେବା ଉଚିତ। ମାତ୍ର ଚଳିତ ତ୍ରିସ୍ତରୀୟ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ ଦିନ ବର୍ଷା

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ...

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୩,୭୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଓଡ଼ିଶାରେ ଗୁରୁବାର ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ...

Advertisement
Archives

Model This Week