ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼

ପୁରୀ ଅଫିସ,୧୪ା୧: ଏକମାସ ବାପଘରେ ବିତାଇ ଶ୍ରୀମନ୍ଦିରକୁ ଫେରିଛନ୍ତି ଲକ୍ଷ୍ମୀ ଠାକୁରାଣୀ। ବୁଧବାର ମକର ସଂକ୍ରାନ୍ତି ଥିବାରୁ ମଙ୍ଗଳବାର ବଡ଼ଦେଉଳରେ ପହଞ୍ଚିଛି ମକର ତାଡ଼ । ମହାପ୍ରଭୁଙ୍କ ପାଖରେ ପବିତ୍ର ମକରସଂକ୍ରାନ୍ତିରେ ମକର ଚାଉଳ ଓ ମକର ଚଉରାଶି ଭୋଗ ଲାଗି ହେବ। ଏହି ମକର ତାଡ଼ରେ ହିଁ ମକର ଚାଉଳ ଭୋଗ କରାଯିବ। ମଙ୍ଗଳବାର ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ବଢିଲା ପରେ କୁମ୍ଭାର ବିଶୋୟୀ ସେବକମାନେ ବାଘମୁହଁା ବାନ୍ଧି ମା’ ଆଲାମଚଣ୍ଡୀ ଠାକୁରାଣୀଙ୍କ ପୀଠରୁ ଘଣ୍ଟ, କାହାଳି ସହିତ ୫ଟି ମକର ତାଡ଼ ଶ୍ରୀମନ୍ଦିରକୁ ବିଜେ କରାଇଛନ୍ତି। ମକର ତାଡ଼ ଶ୍ରୀମନ୍ଦିର ଭିତର ବେଢାରେ ଗୋଟିଏ ଥର ବୁଲାଇ ଅଚିନ୍ତା ପହଣ୍ଡି ରୋଷ ବେହେରଣଠାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri