ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଠାକୁରଙ୍କୁ ନୂଆ ଲାଗି କରାଯାଇଥିଲା। ଚନ୍ଦନ ଲାଗି କରିବା ପରେ ବେଶ ହୋଇଥିଲା। ବେଶରେ ୬ ମୂର୍ତ୍ତି ସୁବର୍ଣ୍ଣ ଅଳଙ୍କାର ଲାଗି କରାଯାଇଥିଲା। ଦ୍ୱିପ୍ରହର ଧୂପ ପରେ ମଙ୍ଗଳାର୍ପଣ ବଢି କରାଯାଇ ଫୁଲ ପରିଆ ଖଦି ଛେଦା ପ୍ରସାଦ ଲାଗି କରାଯାଇ ଠାକୁରମାନଙ୍କୁ ବନ୍ଦାପନା କରାଯାଇଥିଲା। ଏହିଭଳି ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ପର୍ବ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା

ଜି.ଉଦୟଗିରି,୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ...

ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ

ସାରସକଣା,୨।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ପୋଖରିଡିହା ପଞ୍ଚାୟତରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ବଣ୍ଟନ ପାଇଁ ଆସୁଥିବା ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।...

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର)...

ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା

ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର...

ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ,...

ଶିଳ୍ପବିହୀନ ଜିଲାରେ ରୋଜଗାର ଚିନ୍ତା

ବଲାଙ୍ଗୀର ଅଫିସ, ୧୫ା୬:  କରୋନା ସଂକ୍ରମଣ ସମସ୍ୟା ଠୁ ବି ଅଧିକ ଚର୍ଚ୍ଚାରେ ରହିଛି ବଲାଙ୍ଗୀର ଜିଲାର ପ୍ରବାସୀ ଶ୍ରମିକ ସମସ୍ୟା। କରୋନା ମହାମାରୀ ଅନେକ...

ବନ୍ୟପ୍ରାଣୀଙ୍କୁ ଖାଦ୍ୟ ବଣ୍ଟନ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ବହୁ ବ୍ୟକ୍ତି ବିଶେଷ ଓ ସଂଗଠନ ଭୋକରେ ଥିବା ବୁଲା ଗୋରୁଗାଈ, କୁକୁର ଆଦିଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି। ସରକାର...

Advertisement
Archives

Model This Week