ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତିଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ, ୨୭।୫(ବ୍ୟୁରୋ): ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛ। ଚଳିତବର୍ଷ ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଦାରୁବିଗ୍ରହଙ୍କ ନୀତିକାନ୍ତି କିପରି ଶୃଙ୍ଖଳିତ ଭାବେ ସମ୍ପାଦନ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ସ୍ନାନ ପୂର୍ଣ୍ଣିମା ସମ୍ପୃକ୍ତ ସେବାୟତଙ୍କ କରୋନା ଟେଷ୍ଟ ଲାଗି ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ବୁଧବାର ଦଇତାପତି ସେବକଙ୍କ ସ୍ବାବ ନମୁନା ସଂଗ୍ରହ ଆରମ୍ଭ ହୋଇଛି। ସିଡିଏମ୍‌ଓ ଡା. ନୀଳକଣ୍ଠ ମିଶ୍ରଙ୍କ ତତ୍ତ୍ୱାବଧାନରେ ସ୍ବାବ୍‌ ସଂଗ୍ରହ କରାଯାଇଛି। ଦୁଇଦିନରେ ୧୫୦ ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ କରାଯିବ। ଏହାପରେ ୨୯ ଓ ୩୦ ତାରିଖରେ ଗରାବଡୁ ସେବକଙ୍କ ସ୍ବାବ ନମୁନା ସଂଗ୍ରହ କରାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri