ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କିଶନ କୁମାର ରହିଥିବା ବେଳେ ପୁରୀରେ ଜିଲାପାଳ , ଏସ୍‌ପି ଓ ପରିଚାଳନା କମିଟି ସଦସ୍ୟ ରହିଛନ୍ତି। ଏଥିରେ ମୁଖ୍ୟତଃ ରାଜେନ୍ଦ୍ରାଭିଷେକ ଠାରୁ ଉଭାଯାତ୍ରା ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଅନୁମୋଦନ ହେବ। ବିଶେଷକରି ସ୍ନାତଯାତ୍ରା ନୀତି ସମ୍ପର୍କରେ ଆଲୋଚନା କରାଯାଇ ଏହା କିପରି ଶୃଙ୍ଖଳିତଭାବେ ସମ୍ପନ୍ନ କରାଯିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ଏଥିସହ ସ୍ନାନପୂର୍ଣ୍ଣିମା ନୀତି ସମ୍ପୃକ୍ତ ସେବକଙ୍କ ବ୍ୟତିତ ଅନ୍ୟ ସେବକମାନେ କିପରି ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ସେ ସମ୍ପର୍କରେ ପରିଚାଳନା କମିଟି ବୈଠକରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାହାରରେ ଦୁଇ ମା’ ଝିଅ

ହାଟଡିହୀ,୩୦। ୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲାର ବଣପାହାଡ ଘେରା ହାଟଡିହୀ ବ୍ଲକର ଏକ ଅବହେଳିତ ଆଦିବାସୀ ଅଧ୍ୟୁଷିତ ଗାଁ ହଦଗଡ଼ । ଏହିଗାଁରେ ଅନେକ ଲୋକ ଦାରିଦ୍ର୍ୟ...

ସୁବର୍ଣ୍ଣରେଖାରେ ବନ୍ୟା: ୩ ବ୍ଲକ ଜଳମଗ୍ନ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲାରେ ପ୍ରବାହିତ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଫଳରେ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକର ସମସ୍ତ ଅଞ୍ଚଳ ଜଳବନ୍ଦୀ। ରବିବାର ରାତି ୩ରୁ...

ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା...

ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍‌ରେ ଭୋଟର

ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା।  ବିଭିନ୍ନ...

କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ

ବାଲିଅନ୍ତା,୧୪ା୫(ଡି.ଏନ୍‌.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ...

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲା ମଦ, ଜଣେ ଗିରଫ

ଶେରଗଡ଼,୧୮ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର ୧୦୦ ମିଟର ମଧ୍ୟରେ ଧାରା ୧୪୪ ଲାଗୁ ହୋଇଛି। ଏହାସତ୍ତ୍ୱେ ବି ଅନ୍ତେବାସୀଙ୍କ ନିକଟରେ ବାହାର ଜିନିଷ ପହଞ୍ଚୁଥିବା...

ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଅଗ୍ରାହ୍ୟ କରିଦେବାରୁ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା...

ମେ’ ୩ରୁ ମାଟ୍ରିକ ପରୀକ୍ଷା, ଖୁବ୍‌ଶୀଘ୍ର କାର୍ଯ୍ୟସୂଚୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ। ଖୁବ୍‌ଶୀଘ୍ର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇବ। ତେବେ ମେ’ ୩...

Advertisement
Archives

Model This Week