ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି

ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର। ମହାପାତ୍ର ଜଣାଇଛନ୍ତି ଯେ, ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ସେ ନେଇ କୋଟି କୋଟି ଭକ୍ତଙ୍କ ମନରେ ସନ୍ଦେହ ଉପୁଜିଛି। ତେଣୁ ଶ୍ରୀମନ୍ଦିର ପ୍ରଶାସନ ତୁରନ୍ତ ରତ୍ନଭଣ୍ଡାର ଖୋଲି ପୂର୍ବରୁ ଥିବା ରତ୍ନ ଅଳଙ୍କାର ସୁରକ୍ଷିତ ଅଛି ବୋଲି ସ୍ପଷ୍ଟ କରନ୍ତୁ। ଏଥିସହ ରତ୍ନଭଣ୍ଡାର ଗୃହର ସ୍ଥିତି ଅନୁଧ୍ୟାନ କରାଯାଉ। ଯଥାଶୀଘ୍ର ପଦକ୍ଷେପ ନିଆ ନ ଗଲେ ଜିଲା ମହିଳା ମୋର୍ଚ୍ଚା ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବ ବୋଲି ମହାପାତ୍ର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୦ ହଜାର ଟଙ୍କା ପାଇଁ ବନ୍ଧାପଡ଼ିିଲା ମୃତଦେହ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ। ଏହାର ସୁଯୋଗ ନେଇ କେତେକ ଘରୋଇ ହସ୍ପିଟାଲ ରୋଗୀଙ୍କୁ ଶୋଷଣ କରିବାରେ ଲାଗିପଡ଼ିଛନ୍ତି। ପ୍ରଥମେ ରୋଗୀର ଅବସ୍ଥା...

ଲକ୍ଷ୍ମୀନାରାୟଣ ଭେଟ: ଜଗନ୍ନାଥ ମନ୍ଦିର ନିକଟରେ ପହଞ୍ଚିଲା ନନ୍ଦିଘୋଷ ରଥ

ରଣପୁର,୧୬ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାର ୩ଦିନ ପରେ ସୋମବାର ଶ୍ରଦ୍ଧାଳୁମାନେ ନନ୍ଦିଘୋଷ ରଥ ଟାଣିଥିଲେ । ବାଟରେ ଲକ୍ଷ୍ମୀ...

ଶିମିଳିପାଳ ଏବେ ଲାଲ୍‌ପିଣ୍ଡ: ପାହାଡ଼ ଶୀର୍ଷକୁ ଛୁଇଁଲାଣି

ବାରିପଦା ଅଫିସ,୮।୩: ଶିମିଳିପାଳ ଅଭୟାରଣ୍ୟରେ ଥିବା ପାହାଡ଼ ଶୀର୍ଷକୁ ଛୁଇଁଲାଣି ନିଆଁ। ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ପାହାଡ଼ ପରେ ପାହାଡ଼କୁ ନିଆଁ ବ୍ୟାପି...

୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ...

ରାଜଧାନୀରେ ହୋଟେଲ କର୍ମଚାରୀଙ୍କ ଉପରକୁ ବୋମାମାଡ

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀର ନୂଆ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି।...

ଭିତ୍ତିଭୂମି ଥାଇ ବି ମିଳୁନି ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା : ଜଗନ୍ନାଥଙ୍କ ଲୀଳାକ୍ଷେତ୍ର କାଙ୍କଣକୁଦ ଉପେକ୍ଷିତ

ଖୋର୍ଦ୍ଧା ଅଫିସ,୨।୮ : ବ୍ୟସ୍ତବହୁଳ ଜୀବନରେ ଫୁରସତ୍‌ ମିଳିଲେ ପର୍ଯ୍ୟଟନସ୍ଥଳ ବୁଲିବାର ମଜା ନିଆରା। ଏହି ନିଆରା ଅନୁଭୂତି ଯୋଗାଇ ଦେଇଥାଏ କାଙ୍କଣକୁଦ। ପର୍ଯ୍ୟଟକ ଏଠାକୁ...

ଘରେ ଘରେ ଜ୍ୱର ବଢାଉଛି ଚିନ୍ତା

ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ...

ବିକ୍ରି ଉପରେ କଟକଣା, ତଥାପି ଚାଲିଥିଲା ବାଣ କାରଖାନା

ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ...

Advertisement
Archives

Model This Week