ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା

ପୁରୀ ଅଫିସ୍‌, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ ମଙ୍ଗଳବାର ଗାଣ୍ଡୁଆଚଉରା ଛକରେ ଉଚ୍ଛେଦ ଚାଲିଛି। ଦାମୋଦର ସିଂଘାରୀଙ୍କ ଦୁଇ ମହଲା ବିଶିଷ୍ଟ କୋଠା ଭଙ୍ଗାଯାଉଛି। ଉପଜିଲାପାଳ ଭବତାରଣ ସାହୁଙ୍କ ପତ୍ୟକ୍ଷ ତତ୍ତ୍ୱାବଧାନରେ ୩ଟି ଜେସିବି ସାହାଯ୍ୟରେ ଏହି ଉଚ୍ଛେଦ କାର୍ଯ୍ୟ ଚାଲିଛି। ଉଚ୍ଛେଦକୁ ଶୃଙ୍ଖଳିତ କରିବା ଲାଗି ୩ ପ୍ଲାଟୁନ ପୋଲିସ ମୃତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆଇ ଟ୍ୟାଗ୍‌ ଅପେକ୍ଷାରେ କାଇଁଚ ଶିଳ୍ପ

କେନ୍ଦ୍ରାପଡ଼ା ଅଫିସ, ୧୦।୪: କେନ୍ଦ୍ରାପଡ଼ା ଜିଲାର କାଇଁଚ ହସ୍ତଶିଳ୍ପ ଜିଆଇ (ଜୋଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍‌ ହେବାକୁ ଯାଉଛି। ଏନେଇ ଚେନ୍ନାଇସ୍ଥିତ ଜିଆଇ ପଞ୍ଜୀକରଣ କାର୍ଯ୍ୟାଳୟ ସହିତ...

୪ ଶିଶୁଙ୍କ ସମେତ ୧୧ ଶ୍ରମିକ ବନ୍ଧକ

ବରଗଡ଼ ଅଫିସ୍‌,୧୦।୧: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଦାଦନ ସମସ୍ୟା ଲାଗି ରହିଛି। ଏହି ଉପଖଣ୍ଡ ଜଗଦଲପୁର ଥାନା ଘେଁସରା ଗ୍ରାମର ୭ଜଣ ଶ୍ରମିକ ତେଲଙ୍ଗାନା...

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...

କିଡ଼୍‌ନୀ ରୋଗ୍‌ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୯ା୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ପିତବାସପୁରରେ ଗଲା ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। କିଡ଼୍‌ନୀ ରୋଗ୍‌ରେ...

ରାଜ୍ୟରେ କରୋନାରେ ଆଉ ୧୫ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ଶନିବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାତି ହେଲେ ଏଟିଏମ୍‌ରେ ତାଲା

ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍‌ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍‌ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି...

ସ୍ମାର୍ଟ ଲାଇବ୍ରେରି ସ୍ବପ୍ନ

ଢେଙ୍କାନାଳ ଅଫିସ, ୧୮।୯: ସ୍ମାର୍ଟ ହେବ ପାଠାଗାର। କମ୍ପ୍ୟୁଟର, ସ୍କାନର, ଫର୍ନିଚରଠାରୁ ଆରମ୍ଭ କରି ପାନୀୟଜଳ, ଅଗ୍ନି ନିରାପତ୍ତା ଯାଏ ସମସ୍ତ ବ୍ୟବସ୍ଥା ରହିବ ଏଠାରେ। ଏକ...

ଗଜପତିରେ ଅର୍ନାମେଣ୍ଟାଲ ମାଛଚାଷ ଆରମ୍ଭ

ପାରଳାଖେମୁଣ୍ଡି,୮ା୮(ଡି.ଏନ୍‌.ଏ): ଗଜପତି ଜିଲା ପ୍ରଶାସନ ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ପହଞ୍ଚି ଲୋକଙ୍କ ଦୁଃଖସୁଖ ବୁଝିବା ସହ ସେମାନଙ୍କ ପାଇଁ ବିଭିନ୍ନ ପ୍ରକାର ରୋଜଗାରର ବ୍ୟବସ୍ଥା କରିଛି।...

Advertisement
Archives

Model This Week