ଶ୍ରୀମନ୍ଦିର ସୁରକ୍ଷା ଜୋନ; ଜମି ବିକିଲା ୧ ପରିବାର

ପୁରୀ ଅଫିସ,୭ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଥିବାବେଳେ ମଙ୍ଗଳବାର ପୁଣି ଏକ ପରିବାର ଏଥିରେ ସାମିଲ ହୋଇଛି। ବାସେଳିସାହିର ସମ୍ପୃକ୍ତ ପରିବାର ପ୍ରଶାସନ ସହ ଜମି ବିକ୍ରି କବଲା (ସେଲ୍‌ ଡିଡ୍‌) କରିଛି। ସମ୍ପୃକ୍ତ ପରିବାରକୁ ସେମାନଙ୍କ ଜମି ଓ କୋଠା ମୂଲ୍ୟ ସହିତ ସରକାରଙ୍କ ଧାର୍ଯ୍ୟ କ୍ଷତିପୂରଣ ସହାୟତା ଦିଆଯାଇଛି। ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଏହି ସେଲ୍‌ ଡିଡ୍‌ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୫ ପରିବାର ଏବଂ ଭିତର ସେବାୟତ ନିଯୋଗ ସେମାନଙ୍କ ଜମି ସରକାରଙ୍କୁ ପ୍ରତ୍ୟକ୍ଷ ଭାବେ ବିକ୍ରି କରିସାରିଥିବା ଜଣାପଡ଼ିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri