ଶ୍ରୀମନ୍ଦିର ସୁରକ୍ଷା ଜୋନ; ଜମି ବିକିଲା ୧ ପରିବାର

ପୁରୀ ଅଫିସ,୭ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଥିବାବେଳେ ମଙ୍ଗଳବାର ପୁଣି ଏକ ପରିବାର ଏଥିରେ ସାମିଲ ହୋଇଛି। ବାସେଳିସାହିର ସମ୍ପୃକ୍ତ ପରିବାର ପ୍ରଶାସନ ସହ ଜମି ବିକ୍ରି କବଲା (ସେଲ୍‌ ଡିଡ୍‌) କରିଛି। ସମ୍ପୃକ୍ତ ପରିବାରକୁ ସେମାନଙ୍କ ଜମି ଓ କୋଠା ମୂଲ୍ୟ ସହିତ ସରକାରଙ୍କ ଧାର୍ଯ୍ୟ କ୍ଷତିପୂରଣ ସହାୟତା ଦିଆଯାଇଛି। ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଏହି ସେଲ୍‌ ଡିଡ୍‌ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୫ ପରିବାର ଏବଂ ଭିତର ସେବାୟତ ନିଯୋଗ ସେମାନଙ୍କ ଜମି ସରକାରଙ୍କୁ ପ୍ରତ୍ୟକ୍ଷ ଭାବେ ବିକ୍ରି କରିସାରିଥିବା ଜଣାପଡ଼ିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର...

ହୋଟେଲ, ରେଷ୍ଟୁରାଣ୍ଟ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୪। ୮(ବ୍ୟୁରୋ): ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ କରୋନା ନିୟମ ମାନୁନାହାନ୍ତି। ଗହଳି ବଢୁଛି। ଏହାକୁ ଦେଖି ରାଜ୍ୟ ସରକାର ହୋଟେଲ ଏବଂ ରେଷ୍ଟୁରାଣ୍ଟ ପାଇଁ ଥିବା...

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

କପ୍ତିପଦା ଥାନା ଏଏସ୍‌ଆଇଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ

ଭୁବନେଶ୍ୱର,୧୭-୯ (ବ୍ୟୁରୋ):ମୟୂରଭଞ୍ଜ ଜିଲା କପ୍ତିପଦା ପୋଲିସ ନ୍ୟାୟ ଦେଉନି। ପୂର୍ବରାଗ ରଖି ବିଭିନ୍ନ ସମୟରେ ହଇରାଣ ହରକତ କରୁଛି। ଥାନାର ଜଣେ ଏଏସ୍‌ଆଇ ମିଛ ମାମଲାରେ...

ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ...

ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା

ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା...

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ...

ଦେହ ଦଲାଲଙ୍କ ନଜରରେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୩ା୩(ବ୍ୟୁରୋ):ବାଂଲାଦେଶୀ ସେକ୍ସ ର଼୍ୟାକେଟର କିଙ୍ଗ୍‌ପିନ୍‌ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍‌ ଗିରଫ ହେବାପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ତାଙ୍କ ଲିଙ୍କ୍‌ରେ ଥିବା ଦଲାଲ, ଏଜେଣ୍ଟ,...

Advertisement
Archives

Model This Week