ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗା ହେଲା ତିନିମହଲା କୋଠା,ବୁଧବାର ଗଡ଼ନ୍ତି ଛକରେ ହେବ ଉଚ୍ଛେଦ

ପୁରୀ ଅଫିସ, ୧୭ା୧୨: ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚୌହଦୀରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ୭୫ ମିଟରେ ଭିତରେ ଥିବା ମଠ ଏବଂ ବ୍ୟକ୍ତିଗତ ଘର ଭଙ୍ଗା ଯାଉଛି। କିଛିଦିନ ଧରି ମଙ୍ଗୁମଠ ଏବଂ ସାନଛତା ମଠ ଉଚ୍ଛେଦ କରିବା ପରେ ଏବେ ଘରୋଇ କୋଠା ଭଙ୍ଗା ଚାଲିଛି। ଦୋଳବେଦି କୋଣରେ ଥିବା ତିନିମହଲା ବିଶିଷ୍ଟ ଏକ ବ୍ୟବସାୟିକ କୋଠାର ଉଚ୍ଛେଦ କାର୍ଯ୍ୟ ସୋମବାର ଶେଷ ହେବା ପରେ ମଙ୍ଗଳବାର ପୁଣି ଘରୋଇ କୋଠା ଭଙ୍ଗାଯାଇଛି। ଶ୍ରୀମନ୍ଦିର ଦକ୍ଷିଣ-ପଶ୍ଚିମ ପାର୍ଶ୍ୱ ଗାଣ୍ଡୁଆ ଚଉରା ଛକଠାରେ ଥିବା ଏକ ତିନିମହଲା ଘରୋଇ କୋଠାକୁ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶାଇ ଦିଆଯାଇଛି। ଏହି କୋଠାକୁ ଲଜ୍‌ ଭାବେ ବ୍ୟବହାର କରାଯାଉଥିଲା। ବୁଧବାର ଗଡ଼ନ୍ତ ଛକଠାରେ ଉଚ୍ଛେଦ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରୁ ପୁରୀ ଗଲା ଢଉରା କାଠ

ଭଞ୍ଜନଗର,୧୧ା୪(ଡି.ଏନ.ଏ.): ପ୍ରଥମ ଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ବାଇବାଲି ଜଙ୍ଗଲରୁ ୪୦ ଫୁଟ ଲମ୍ବର ୨୦ ଖଣ୍ଡ ଢଉରା କାଠ...

ଅନୁଗୋଳରେ ୫୦ ପ୍ରତିଶତ ଉପସ୍ଥାନ

ଅନୁଗୋଳ ଅଫିସ, ୧୬।୧୧- ଅନୁଗୋଳ ଜିଲାରେ ସୋମବାର ୬ଷ୍ଠ ଓ ୭ମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିବାରୁ ପ୍ରଥମ ଦିନରେ ୫୦ ପ୍ରତିଶତ ଉପସ୍ଥାନ...

କରୋନା ମୁକାବିଲାର ଯୋଦ୍ଧା ଏସ୍‌ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’

କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ...

ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୯।୧: ପୌଷ ପୂର୍ଣ୍ଣିମାରେ ଗୁରୁବାର ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ଓ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀନଅରରେ ଶାସ୍ତ୍ରୀୟ ପୂଜା ଓ ପଞ୍ଚଦେବତା...

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବ୍ୟବହାର ପାଇଁ ଡାକ୍ତରୀ ପରାମର୍ଶ ଜରୁରୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍‌-୧୯ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ପରି ଔଷଧ ବାବଦରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଔଷଧ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ...

ହୋଲିରେ ଗଡ଼ିବନି ମୋ ବସ୍‌

ଭୁବନେଶ୍ୱର,୭।୩(ବ୍ୟୁରୋ): ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ ।...

ଜିଲା ମୁଖ୍ୟାଳୟରେ ରହୁନାହାନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ, ୧୭।୭: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ଲୋକଙ୍କୁ ବହୁତ...

Advertisement
Archives

Model This Week