ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ରଥଯାତ୍ରାର ସବୁ କାର୍ଯ୍ୟ କରିବା ସମୟରେ ସାମାଜିକ ଦୂରତା ରକ୍ଷା କରିବା ସମମ୍ଭ ହେବ ନାହିଁ। ବିଶେଷକରି ମହାପ୍ରଭୁଙ୍କ ପହଣ୍ଡିବେଳେ ସାମାଜିକ ଦୂରତା ଆଦୌ ରକ୍ଷା କରିହେବ ନାହିଁ। ତେଣୁ ରଥଯାତ୍ରାରେ ମହାପ୍ରଭୁଙ୍କ ସବୁ ନୀତିକାନ୍ତି ସୁରୁଖୁରୁରେ ସମ୍ପାଦନା କରିବା ଲାଗି ସେବାୟତମାନଙ୍କ କରୋନା ଟେଷ୍ଟ ଜରୁରୀ। ବିଶେଷକରି ପହଣ୍ଡିରେ ସାମିଲ ହେବାକୁ ଥିବା ସବୁ ସେବାୟତଙ୍କ କରୋନା ଟେଷ୍ଟ କରାଯାଇ ସେମାନଙ୍କୁ ପରିଚୟ ପତ୍ର ଦିଆଯାଉ ବୋଲି ସରକାରଙ୍କ ନିକଟରେ ଦାସ ମହାପାତ୍ର ପ୍ରସ୍ତାବ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ...

ସୋର ଷ୍ଟେଶନରେ ୩ଘଣ୍ଟା ରେଳରୋକୋ

ସୋର, ୭।୬(ଡି.ଏନ୍‌.ଏ.) ବିଭିନ୍ନ ଏକ୍ସପ୍ରେସ ରହଣି ଦାବିରେ ସୋମବାର ସକାଳେ ସୋର ନାଗରିକ ମଞ୍ଚ ଆବାହକତ୍ୱରେ ସୋର ଲେଭଲକ୍ରସିଂ ନିକଟ ଧାରଣାରେ ରେଳରୋକୋ କରାଯାଇଥିଲା। ଏଥିରେ...

କରୋନା ଅଟକାଇ ପାରିନି ଶିକ୍ଷାର ପଥ ଭିଡ଼ିଓ କନଫରେନ୍ସରେ ଚାଲିଛି ପାଠପଢା

ତାଳଚେର, ୪/୪(ନି.ପ୍ର.)-କୋଭିଡ଼-୧୯ ବରୋଧରେ ଲଢ଼ୁଛି ସାରା ବିଶ୍ୱ। ହେଲେ ଏହି ମହାମାରୀ ରୋକିପାରିନି ଶିକ୍ଷାର ବାଟ। ଅବିରତ ଭାବେ ଚାଲିଛି ଶିକ୍ଷାଦାନ ପିଲାମାନେ ପାଠ୍ୟକ୍ରମ ଅନୁଯାୟୀ...

ଫେରାର ରାଜାଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା...

ଜଳ ଜଗୁଆଳି ନାହିଁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଜଳ ଏକ ଅମୂଲ୍ୟ ସମ୍ପଦ। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି ।...

ସବୁଜିମା ଆଣିବା ଲକ୍ଷ୍ୟରେ  ‘ସବୁଜ ସୁନ୍ଦର ବାରିପଦା’

ବାରିପଦା ଅଫିସ, ୧୫ା୩- ବାରିପଦା ସହରକୁ ସବୁଜ ସୁନ୍ଦର କରିବା ଲକ୍ଷ୍ୟରେ ୨୦୧୪ରେ କେତେକ ଯୁବକ ସଂଗଠିତ ହୋଇ ‘ସବୁଜ ସୁନ୍ଦର ବାରିପଦା’ ସଙ୍ଗଠନ ଗଢିଥିଲେ...

ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସ ସମ୍ମିଳନୀ...

କୋଭିଡ୍‌ ନିୟମ ଉଲ୍ଲଂଘନକୁ ବିଧାୟକଙ୍କ ଖଣ୍ଡନ

ସୋରଡ଼ା,୨୭। ୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ବାପାଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ସୋମବାର ପୈତୃକ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Advertisement
Archives

Model This Week