Posted inଖେଳ

ଶ୍ରୀଲଙ୍କାକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ଥିରୁଭାନନ୍ତପୁରମ୍‌,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତୃତୀୟ ତଥା ଶେଷ ଦିନିକିଆ ଥିରୁଭାନନ୍ତପୁରମ୍‌ରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯୧ ରନ୍‌ର ବିଶାଳ ଟାର୍ଗେଟ୍‌ ଦେଇଛି ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ଓଭରରେ ପାଞ୍ଚ ଉଇକେଟ ହରାଇ ୩୯୦ ରନ ସ୍କୋର କରିବାରେ ସଫଳ ହୋଇଥିଲା। ଦଳ ପାଇଁ ତୃତୀୟ ନମ୍ବରରେ ବ୍ୟାଟିଂ କରି ବିରାଟ କୋହଲି ୧୧୦ ବଲରେ ୧୬୬ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହା ବ୍ୟତୀତ ଶୁଭମନ ଗିଲ ମଧ୍ୟ ଏକ ଶତକ ହାସଲ କରିଥିଲେ। ତୃତୀୟ ଦିନିକିଆରେ ୯୭ ବଲରେ ଗିଲ ୧୧୬ ରନ ସ୍କୋର କରିବାରେ ସଫଳ ହୋଇଥିଲେ। କୋହଲି ଏବଂ ଗିଲଙ୍କ ବ୍ୟତୀତ ରୋହିତ ଶର୍ମା ୪୨, ଶେୟାସ ଆୟର ୩୮, କେଏଲ ରାହୁଲ ୭, ସୂର୍ଯ୍ୟକୁମାର ଯାଦବ ୪ ରନ୍‌ କରିଥିଲେ। ଶ୍ରୀଲଙ୍କା ପକ୍ଷରୁ କାସୁନ ରାଜିଥା ଏବଂ ଲାହିରୁ କମାରା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri