Posted inଜାତୀୟ

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଇନ୍ଦା ବିଭାଗର ତଥ୍ୟ ଭିତ୍ତିକ ସୂଚନା ଆଧାରରେ କେରଳରେ ହାଇ ଆର୍ଲଟ ଜାରି କରାଯାଇଛି। ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ସମଗ୍ର ଅଞ୍ଚଳରେ କଡ଼ା ନଜର ରଖାଯିବା ସହିତ ପାଟ୍ରୋଲିଂକୁ ଜୋର୍‌ଦାର୍‌ କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ବ୍ୟକ୍ତି ତଥା ମାଛଧରା ବୋଟର ଯାଞ୍ଚ୍‌ ମଧ୍ୟ କରାଯାଉଛି। ଏହାସହିତ ଏଠାରେ ଥିବା ଥାନାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

ଲୋକ ସଭା ଭୋଟିଂ ପୂର୍ବରୁ ନାରୀଙ୍କୁ ନେଇ ସ୍ବତନ୍ତ୍ର ପୋଷ୍ଟ ଶେୟାର କଲେ ମୋଦି, ଜାଣନ୍ତୁ କ’ଣ ଲେଖିଲେ

ନୂଆଦିଲ୍ଲୀ,୧୭।୪: ଆଜି (୧୭ ଏପ୍ରିଲ) ସଂସଦର ସ୍ବତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନ। ଏହି ସ୍ବତନ୍ତ୍ର ଅଧିବେଶନ ସମୟରେ, କେନ୍ଦ୍ର ସରକାର ମୋଟ ତିନୋଟି ବିଲ ଆଗତ କରିବାକୁ…

ଯୁଦ୍ଧକୁ ନେଇ ଅଲ୍ଟିମେଟମ୍‌ ଦେଲା ଭାରତ: ବରଦାସ୍ତ କରିବୁ ନାହିଁ…

ନୂଆଦିଲ୍ଲୀ,୧୭।୪: ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ପାର୍ବଥନେନୀ ହରିଶ ଇରାନ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଭାରତର ସ୍ପଷ୍ଟ ମତ ରଖିଛନ୍ତି। ସେ ଉଲ୍ଲେଖ…

ମଧ୍ୟରାତ୍ରିରେ ଲାଗୁହେଲା ମହିଳା ସଂରକ୍ଷଣ ଆଇନ ୨୦୨୩

ନୂଆଦିଲ୍ଲୀ,୧୭।୪(ପି.ଟି.)ଆଇନ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ୨୦୨୩ର ୧୦୬ତମ ସମ୍ବିଧାନ ସଂଶୋଧନ ଆଇନ ସେକ୍ସନ-୧ର ସବ୍‌ସେକ୍ସନ-୨ ଦ୍ୱାରା ପ୍ରଦତ୍ତ କ୍ଷମତାର ପ୍ରୟୋଗ କରି…

ଏଆଇ ଦୁରୁପଯୋଗ ରୋକିବା ପାଇଁ ପିଆଇଏଲ୍‌; ମେଟା, X, ଗୁଗଲକୁ ହାଇକୋର୍ଟ ନୋଟିସ

ଅହମଦାବାଦ,୧୭।୪: ସୋସିଆଲ ମିଡିଆରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ରୋକିବା ପାଇଁ ଗୁଜରାଟ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ ହୋଇଛି। ମୁଖ୍ୟ ବିଚାରପତି ସୁନୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri