ଶ୍ରୀଲଙ୍କାରେ ଅଗଷ୍ଟରେ ହେବ ସାଧାରଣ ନିର୍ବାଚନ

କଲମ୍ବୋ,୧୧।୬: ଶ୍ରୀଲଙ୍କାରେ ଅଗଷ୍ଟ ୫ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। କରୋନା ଭାଇରସ ସଂକ୍ରମଣ ଯୋଗୁ ଏହା ୩ ମାସ ବିଳମ୍ବ ହୋଇସାରିଥିବା ବେଳେ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ଅନୁମତି ପରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଇଛି ବୋଲି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ ୨୫ରେ ନିର୍ବାଚନ ହେବାକୁ ଧାର୍ଯ୍ୟ କରାଯାଇଥିବା ବେଳେ କରୋନା ସଂକ୍ରମଣ ପାଇଁ ଏହାକୁ ବାତିଲ କରାଯାଇଥିଲା। ଏବେ ଶ୍ରୀଲଙ୍କାରେ ପ୍ରାୟ ୨ ହଜାର ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉହାନର ପ୍ରାଣୀ ବଜାରରୁ ବାହାରିଥିଲା କରୋନା ଭୂତାଣୁ, ଦୁଇ ନୂଆ ରିସର୍ଚ୍ଚ ପକ୍ଷରୁ ଦାବି…

ବେଜିଂ, ୨୭।୭ : କରୋନା ମହାମାରୀ ଚାଇନାରୁ ଉତ୍ପନ୍ନ ହୋଇ ସମଗ୍ର ବିଶ୍ୱରେ ବ୍ୟାପିଥିବା କୁହାଯାଉଥିଲା। ଏବେ ଦୁଇଟି ନୂତନ ରିସର୍ଚ୍ଚରେ ମଧ୍ୟ ଏହା ଉଲ୍ଲେଖ...

ବାଇଡେନ୍‌ଙ୍କୁ ଚ୍ୟାଲେଞ୍ଜ କରିବାକୁ ନେଇ ମୁହଁ ଖୋଲିଲେ ପୂର୍ବ ପତ୍ନୀ: କହିଲେ ‘ଟ୍ରମ୍ପ ପରାଜୟ ସ୍ବିକାର କରିନିଅନ୍ତୁ’

ଓ୍ବାଶିଂଟନ,୧୨।୧୧: ଆମେରିକାର ନିର୍ବାଚନ ଫଳାଫଳକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ପତ୍ନୀ ଇଭାନା ଟ୍ରମ୍ପ ପ୍ରତିକ୍ରିୟା ରଖିଛନ୍ତି। ଏକ ସାକ୍ଷାତକାରରେ ଇଭାନା କହିଛନ୍ତି, ଡୋନାଲ୍ଡ...

ବନ୍ଧୁକ ସହ ଖେଳୁଥିଲେ କୁନି ପୁଅ, ତା’ ପରେ …

ଓ୍ବାଶିଂଟନ,୧୫।୩: ଜଣେ ୩ ବର୍ଷୀୟ ଶିଶୁପୁତ୍ର ଦୁର୍ଘଟଣାବଶତଃ ଗୁଳି କରି ତାଙ୍କ ମା’ଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ସୋମବାର ଘଟିଛି ଆମେରିକାର ସିକାଗୋ ସହରରେ।...

ବିଶ୍ୱ ଜନସଂଖ୍ୟା ଦିବସ: ଏଥର ମିହିଳାଙ୍କ ସ୍ବାସ୍ଥ୍ୟକୁ ନେଇ ରଖାଯାଇଛି ଥିମ୍‌

ଓ୍ବାଶିଂଟନ,୧୧।୭: ବିଶ୍ୱର ଅଧିକାଂଶ ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବେ ଚିନ୍ତାର କାରଣ ପାଲଟିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୁଲାଇ ୧୧ରେ ପାଳନ...

ସଙ୍କଟ ସମୟରେ ହନୁମାନଙ୍କ ଭଳି ମୋଦି ଆଣିଦେଲେ ସଞ୍ଜିବନୀ ବୁଟି: ବ୍ରାଜିଲ୍‌ ରାଷ୍ଟ୍ରପତି

ବ୍ରାସିଲିଆ,୮।୪: କରୋନା ସଂକ୍ରମଣ ଯୋଗୁ ବ୍ରାଜିଲ୍‌ରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରାଜିଲ ରାଷ୍ଟ୍ରପତି ଜେୟର ଏମ୍‌. ବୋଲସାନାରୋ ଭାରତର ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଗର୍ଭପାତ ଅଧିକାର ହରାଇଲେ ମହିଳା

ଓ୍ବାଶିଂଟନ,୨୫ା୬: ଆମେରିକା ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଗର୍ଭପାତକୁ ଆଇନଗତ ମଞ୍ଜୁରୀ ପ୍ରଦାନକାରୀ ଅର୍ଦ୍ଧଶତାବ୍ଦୀ ପୁରୁଣା ନିଷ୍ପତ୍ତିକୁ ପଲଟାଇ ଦେଇଛନ୍ତି। ଫଳରେ ଏଣିକି ଗର୍ଭପାତ କରାଇବା...

କରଜରେ ବୁଡି ରହିଛି ପାକସ୍ତାନ, ପ୍ରତି ମାସରେ ୨.୬ପ୍ରତିଶତ ହାରରେ ୫୮.୬ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି ଋଣ ଭାର

ଇସଲାମବାଦ,୬।୬: ପଡୋଶୀ ଦେଶ ପାକିସ୍ତାନ ବର୍ତ୍ତମାନ କରଜ ଭାରରେ ବୁଡି ରହିଛି। ଦେଶର ଆର୍ଥିକ ସ୍ଥିତି ଏବେ ତଳମୁହାଁ ହେବାସହ ଅତ୍ୟାବଶକ ଦ୍ରବ୍ୟର ଦରଦାମ ଆକାଶଛୁଆଁ...

ଚାଇନାକୁ ଘେରିବା ପାଇଁ ଉଦ୍ୟମ ଆରମ୍ଭ: ବିଭିନ୍ନ ଦେଶଙ୍କୁ ଏକଜୁଟ ଲକ୍ଷ୍ୟରେ ଆମେରିକା

ଓ୍ବାଶିଂଟନ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏଥି ପାଇଁ ଚାଇନା ଦାୟୀ ଥିବା କୁହାଯାଉଛି। ଚାଇନା ଏଭଳି ଜାଣିଶୁଣି କରିଥିବା ଅଭିଯୋଗ...

Advertisement
Archives

Model This Week