ଶ୍ରୀଲଙ୍କାରେ ମୁହଁ ଘୋଡ଼ାଇବା ହେଲା ନିଷେଧ

କଲମ୍ବୋ,୨୯।୪: ଇଷ୍ଟର ସଣ୍ଡେ ବିସ୍ଫୋରଣ ପରେ ଶ୍ରୀଲଙ୍କାରେ ସମସ୍ତ ପ୍ରକାର ମୁହଁ ଘୋଡ଼ାଇବାକୁ ନିଷେଧ କରାଯାଇଛି। ଏହା ଦ୍ୱାରା ଲୋକଙ୍କୁ ଚିହ୍ନଟ କରିବା କଷ୍ଟକର ହେଉଥିବାରୁ ରାଷ୍ଟ୍ରପତି ମାଥ୍ରିପଲା ସିରିସେନା ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ ସୋମବାରଠାରୁ ଲାଗୁ କରିବା ପାଇଁ ସୂଚନା ଦେଇଛନ୍ତି ରାଷ୍ଟ୍ରପତି। ପୂର୍ବରୁ ଦେଶରେ ବୁର୍ଖା ଉପରେ ନିଷେଧାଜ୍ଞା ଲାଗୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri