Posted inଜାତୀୟ

ଶ୍ରୀଲଙ୍କାରେ ହେବ ସୀତାଙ୍କ ମନ୍ଦିର

ଭୋପାଳ,୨୮।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଘୋଷଣା କରିଛନ୍ତି ଶ୍ରୀଲଙ୍କାରେ ମାତା ସୀତାଙ୍କର ଏକ ସୁନ୍ଦର ମନ୍ଦିର ନିର୍ମାଣ କରାଯିବ। ଏହାକୁ ମଧ୍ୟପ୍ରଦେଶ ସରକାର ନିର୍ମାଣ କରିବେ। ଏଥିପାଇଁ ଶୀଘ୍ର ଯୋଜନା ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମନ୍ଦିରର ଚୁଡାନ୍ତ ନିର୍ମାଣକାର୍ଯ୍ୟ ପାଇଁ ଚଳିତ ଆର୍ଥିକ ବର୍ଷରେ ଆବଶ୍ୟକ ଅର୍ଥ ଉବଲବ୍ଧ କରାଯିବ ବୋଲି କମଲନାଥ କହିଛନ୍ତି। ମଧ୍ୟପ୍ରଦେଶ ସରକାରଙ୍କ ଲୋକସମ୍ପର୍କ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୁଖ୍ୟମନ୍ତ୍ରୀ କମଲନାଥ ନିର୍ଦ୍ଦେଶ ଦେଇଛନ୍ତି ଏହି ମନ୍ଦିର ନିର୍ମାଣ ଲାଗି ତୁରନ୍ତ ଏକ କମିଟି ଗଠନ କରାଯିବ। ଯେଉଁଥିରେ ମଧ୍ୟପ୍ରଦେଶ ଓ ଶ୍ରୀଲଙ୍କା ସରକାରଙ୍କ ଅଧିକାରୀଙ୍କ ସହ ମହାବୋଧି ସୋସାଇଟିର ସଦସ୍ୟ ମଧ୍ୟ ସାମିଲ ହେବେ। ଏହି କମିଟି ମନ୍ଦିରର ନିର୍ମାଣ କାର୍ଯ୍ୟ ଉପରେ ନଜର ରଖିବେ ଓ ନିର୍ଦ୍ଧାରିତ ସମୟ ମଧ୍ୟରେ ଏହା ନିର୍ମାଣ କରାଯିବ। ସୂଚନାଯୋଗ୍ୟ, ସୋମବାର ମଧ୍ୟପ୍ରଦେଶର ଲୋକସମ୍ପର୍କ ମନ୍ତ୍ରୀ ପିସି ଶର୍ମାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ସହ ଆଲୋଚନା ସମୟରେ କମଲନାଥ ଏହି ମନ୍ଦିର କଥା ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂରସାମ୍ରାଜ୍ଞୀଙ୍କୁ ଶେଷ ବିଦାୟ ଦେବାକୁ ଶିବାଜୀ ପାର୍କ ପହଞ୍ଚିଲେ ମୋଦି

ମୁମ୍ବାଇ,୬।୨: ମହାନ ଗାୟିକା ଲତା ମଙ୍ଗେଶକର ଆଉ ନାହାଁନ୍ତି। ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ଦେଇଥିଲେ। ଏବେ ସୂରସାମ୍ରାଜ୍ଞୀଙ୍କର ଶେଷ ଯାତ୍ରା ଆରମ୍ଭ ହୋଇଛି।...

ଖୋଲା ସ୍ଥାନରେ ନମାଜ ପାଠକୁ ସହ୍ୟ କରାଯିବ ନାହିଁ

ନୂଆଦିଲ୍ଲୀ,୧୧।୧୨: ଗୁରଗାଓଁରେ ମୁସଲମାନମାନେ ଖୋଲା ସ୍ଥାନରେ ଶୁକ୍ରବାର ନମାଜ ପାଠ କରିବା ଉଚିତ ନୁହେଁ। ଏଭଳି କହିଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଖଟ୍ଟର। ୨୦୧୮ରେ ହିନ୍ଦୁ...

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୨।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଏହାସହ...

ଭାରତରେ ହେଲା ସ୍ବାମୀଙ୍କ ମୃତ୍ୟୁ, ଚାଇନାରେ ଥାଇ ଭିଡିଓ କଲ୍‌ରେ ଅନ୍ତିମ ସଂସ୍କାର କଲେ ସ୍ତ୍ରୀ

ଭୋପାଳ,୨୧।୪।: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କର କରୋନାରେ ମୃତ୍ୟୁ ଘଟିଛି। ମନୋଜ ଶର୍ମା ନାମକ ଏହି ବ୍ୟକ୍ତି...

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା: ଜଣେ କର୍ମଚାରୀ ପଜିଟିଭ୍‌

ନୂଆଦିଲ୍ଲୀ,୨୨।୪: କରୋନା ବିରୋଧରେ ଭାରତରେ ଲଢ଼େଇ ଜାରି ରହିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ ଜଣେ କର୍ମଚାରୀଙ୍କ ନମୁନା ପରୀକ୍ଷାରେ ସେ କରୋନା ପଜିଟିଭ୍‌ ଥିବା...

ଉପରାଷ୍ଟ୍ରପତିଙ୍କ ନାତୁଣୀ ବିବାହ ଭୋଜିରେ ନିଲମ୍ବିତ ଏମ୍‌ପି

ନୂଆଦିଲ୍ଲୀ,୨୧।୧୨: ରାଜ୍ୟ ସଭାର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ ହୋଇଥିବା ୧୨ ଜଣ ଏମ୍‌ପି ସୋମବାର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ସରକାରୀ ବାସ ଭବନରେ ଆୟୋଜିତ ଏକ...

ମଣିପୁର ଆତଙ୍କବାଦୀ ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏମ୍‌ଏନ୍‌ପିଏଫ୍‌

ସୁରଜଚାନ୍ଦପୁର,୧୪ ।୧୧: ମଣିପୁରରେ ଶନିବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ କର୍ଣ୍ଣେଲଙ୍କ ସମେତ ୪ ଯବାନ ଶହୀଦ ହୋଇଛନ୍ତି...

ମିଛ କହୁଥିବା ଶାହା କ୍ଷମା ମାଗନ୍ତୁ

କୋହିମା, ୧୧।୧୨: ନାଗାଲାଣ୍ଡର ମୋନ୍‌ ଜିଲାରେ ସେନା ଗୁଳିରେ ୧୪ ଜଣଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଶନିବାର ଏକ ବିଶାଳ ରାଲି କରାଯାଇଛି। ଗୁଳିକାଣ୍ଡ ସମ୍ପର୍କରେ...

Advertisement
Archives

Model This Week