Posted inଜାତୀୟ

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ଗସ୍ତ ସମୟରେ ସେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବେ। ଶନିବାର ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସହ କଥା ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘର ବଡ଼ ଗୁମର କଥା: ପଦାରେ ପଡ଼ିଲା ଶାଶୁ-ବୋହୂ କଳି

ପାଟନା,୨୭।୧୨: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘରର କଳି ପୁଣି ପଦାକୁ ଆସିଛି। ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣରେ ଭୁଷୁଡିଲା କୋଠା: ୧୦ ମୃତ

ମାଉ,୧୪।୧୦: ଉତ୍ତର ପ୍ରଦେଶର ମହମ୍ମଦାବାଦରେ ସୋମବାର ସକାଳେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଏକ ଦୁଇ ମହଲା କୋଠା ଭୁଷୁଡି ପଡିଛି। ଏଥିରେ ଅତିକମ୍‌ରେ ୧୦ ଜଣଙ୍କ...

ନୀତିଶଙ୍କୁ ଜେଲ୍‌ ପଠାଇଦେବାକୁ ଧମକ ଦେଲେ ଚିରାଗ

ପାଟନା,୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ହାତେଇବା ପାଇଁ ସମସ୍ତ ଦଳ ଉଦ୍ୟମ କରୁଛି। ରବିବାର ଏକ ରାଲିରେ ପ୍ରଚାର...

ମୋବାଇଲ ଭ୍ୟାନରେ ପିଆଜ ଯୋଗାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୩।୯: ଦେଶର ଅଧିକାଂଶ ସ୍ଥାନରେ ଏବେ ପିଆଜ କିଲୋ ପିଛା ଦାମ୍‌ ୫୦ ଟଙ୍କା ଛୁଇଁଥିବା ବେଳେ ସାଧାରଣ ଖାଉଟି ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।...

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ...

ଭଗବାନ୍‌ ‘ଶିବ’ଙ୍କ ଶରଣରେ ମେହବୁବା ମୁଫ୍‌ତି

ଶ୍ରୀନଗର,୧୬।୩: ପିଡିପି ସଭାପତି ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ପୁଞ୍ଚର ଏକ ଶିବ ମନ୍ଦିର ଦର୍ଶନ କରିଛନ୍ତି। ସେ ଶିବଲିଙ୍ଗ ଉପରେ...

ବିଦେଶରେ ଥିବା ଗୁଣ୍ଡାଙ୍କ ପାଇଁ କଠୋର ହେଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ: ୨୮ ଗ୍ୟାଙ୍ଗଷ୍ଟରଙ୍କ ତାଲିକା ପ୍ରସ୍ତୁତ…

ନୂଆଦିଲ୍ଲୀ,୩।୪ : କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏନଆଇଏ ଦ୍ୱାରା ଅନେକ ଗ୍ୟାଙ୍ଗଷ୍ଟର ସମ୍ବନ୍ଧୀୟ ମାମଲାର ଅନୁସନ୍ଧାନ ପରେ ୨୮ଗ୍ୟାଙ୍ଗଷ୍ଟରଙ୍କ ନାମ ଏବଂ ସେମାନଙ୍କ ବିରୋଧରେ ଥିବା...

Advertisement
Archives

Model This Week