Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ବେଙ୍ଗାଲୁର,୨୨।୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ବିସ୍ଫୋରଣରେ ୫ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହିି ଘଟଣାରେ କର୍ନାଟକର ୨ ଜନତା ଦଳ ସେକ୍ୟୁଲାର ବା ଜେଡି(ଏସ୍‌) କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୭ ଜଣ ନିଖୋଜ ଥିବା କୁହାଯାଉଛି। କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ଏହି କର୍ମୀମାନେ କଲମ୍ବୋ ବୁଲିବାକୁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଏ ସମ୍ପର୍କରେ ସେ ଶ୍ରୀଲଙ୍କାରେ ଥିବା ଭାରତୀୟ ହାଇ କମିଶନରଙ୍କ ସହ ସମ୍ପର୍କ କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପାଇଁ ଆମେରିକା ଗସ୍ତକୁ ସ୍ଥଗିତ ରଖିଛନ୍ତି ଡାକ୍ତର

ନୂଆଦିଲ୍ଲୀ,୭।୩ : କେନ୍ଦ୍ର ସରକାରଙ୍କ ୩ ନୂଆ ଆଇନ ବିରୋଧରେ ଗତ ୩ ମାସ ହେଲା ଦିଲ୍ଲୀର ଟିକ୍ରି ସୀମାରେ ଚାଲିଥିବା ଅନ୍ଦୋଳନରେ ସାମିଲ ହୋଇଛନ୍ତି...

ବଜେଟ ପ୍ରତିକ୍ରିୟା: ଫାରୁକ କଲେ ସମର୍ଥନ-ଥରୁର ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ମହିଳା, ଯୁବକ ଏବଂ ବରିଷ୍ଠ ନାଗରିକଙ୍କ ବିଶେଷ...

ସନ୍ତାନ ଜନ୍ମ ଦିଅ ଆମେ ପୋଷ୍ୟ ଗ୍ରହଣର ବ୍ୟବସ୍ଥା କରିବୁ, କହିଲେ ହାଇକୋର୍ଟ…

ନୂଆଦିଲ୍ଲୀ, ୧୬।୭ : ଜଣେ ଅବିବାହିତା ମହିଳାଙ୍କୁ ୨୩ ମାସର ଭ୍ରୁଣର ଗର୍ଭପାତ କରାଇବାକୁ ଦିଲ୍ଲୀ ହାଇକୋର୍ଟ ମନା କରି ଦେଇଛନ୍ତି। ଅଦାଲତ କହିଛନ୍ତି, ଏପରି...

ଭାରତୀୟ ସେନା ଦିବସ: ଶାନ୍ତି, ସୁରକ୍ଷା ଓ ଏକତା ସୁନିଶ୍ଚିତ କରେ ସେନା

ପରମବୀର ଚକ୍ର କ୍ୟାପଟେନ ବିକ୍ରମ ବାତ୍ରା ଥରେ କହିଥିଲେ, ‘ମୁଁ ତ୍ରିରଙ୍ଗା ଉଡ଼ାଇ ଫେରିପାରେ କିମ୍ବା ସେଥିରେ ଆଚ୍ଛାଦିତ ହୋଇ ଫେରିପାରେ, କିନ୍ତୁ ମୁଁ ନିଶ୍ଚିତ...

ସିପିଆର୍‌କୁ ବିଦେଶୀ ପାଣ୍ଠି ମନା

ନୂଆଦିଲ୍ଲୀ,୨ା୩ :ଜଣାଶୁଣା ପବ୍ଲିକ୍‌ ଥିଙ୍କ୍‌ଟ୍ୟାଙ୍କ୍‌ ସେଣ୍ଟର୍‌ ଫର୍‌ ପଲିସି ରିସର୍ଚ୍ଚ (ସିପିଆର୍‌)ର ଫରେନ୍‌ କଣ୍ଟ୍ରିବ୍ୟୁଶନ୍‌ ରେଗୁଲେଶନ୍‌ ଆକ୍ଟ (ଏଫ୍‌ସିଆର୍‌ଏ) ଲାଇସେନ୍ସକୁ ବୁଧବାର କେନ୍ଦ୍ର ସରକାର ରଦ୍ଦ...

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୪ ଆତଙ୍କବାଦୀ ମୃତ

ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ସର୍ଚ୍ଚ ଅପରେଶନରେ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଏହି ସର୍ଚ୍ଚ ଅପରେଶନ୍‌ରେ ୪ ଆତଙ୍କବାଦୀଙ୍କ...

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା...

ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ...

Advertisement
Archives

Model This Week