Posted inଖେଳ

ଶ୍ରୀଲଙ୍କା ସ୍ପିନରଙ୍କ ଅନଅର୍ଥଡକ୍ସ ବୋଲିଂ ଷ୍ଟାଇଲ ଭାଇରାଲ

କଲମ୍ବୋ,୧୯।୧୧- ଶ୍ରୀଲଙ୍କାରେ ବହୁ ଅନ୍‌ଅର୍ଥଡକ୍ସ ଷ୍ଟାଇଲର ବୋଲର ସୃଷ୍ଟି ହୋଇଛନ୍ତି। ଲସିଥ ମାଲିଙ୍ଗା ଏହାର ସଫଳତମ ଉଦ୍‌ହାରଣ। ବର୍ତ୍ତମାନ ଏହି ତାଲିକାରେ ସାମିଲ ହୋଇଛନ୍ତି ୨୧ ବର୍ଷୀୟ ସ୍ପିନର କେଭିନ କୋଥାଥିଗୋଡା। ଗାଲେର ଖେଳାଳିଙ୍କ ବୋଲିଂ ଷ୍ଟାଇଲ ପ୍ରାୟତଃ ପୂର୍ବତନ ଦକ୍ଷିଣ ଆଫ୍ରିକା ସ୍ପିନର ପଲ ଆଡାମ୍ସଙ୍କ ଭଳି। କୋଥାଥିଗୋଡା ଏବେ ଆବୁଧାବି ଟି୧୦ ଲିଗ୍‌ରେ ବାଂଗଲା ଟାଇଗର୍ସ ପାଇଁ ଖେଳୁଛନ୍ତି। ତାଙ୍କର ଅଜବ ଷ୍ଟାଇଲର ବୋଲିଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ବୋଲିଂ କଲାବେଳେ ତାଙ୍କ ମୁହଁ ବ୍ୟାଟ୍ସମ୍ୟାନଙ୍କ ଆଡ଼କୁ ରହିବା ପରିବର୍ତ୍ତେ ଅମ୍ପାୟରଙ୍କ ଆଡ଼କୁ ରହୁଛି। ହାତକୁ ସେ ପିଠି ପଛ ପଟେ ବୁଲାଇ ବଲ ପକାଉଛନ୍ତି। ତେବେ ସେ କଦାପି ଆଡାମ୍ସଙ୍କ ବୋଲିଂ ଷ୍ଟାଇଲ ଦେଖି ନ ଥିବା କହିଛନ୍ତି। ମୁଁ ଆରମ୍ଭରୁ ଏଭଳି ଷ୍ଟାଇଲରେ ବଲ ପକାଉଛି। ଶ୍ରୀଲଙ୍କା ପାଇଁ ୧୩, ୧୫, ୧୭ ଓ ୧୯ ବର୍ଷରୁ କମ୍‌ ବର୍ଗରେ ମଧ୍ୟ ଖେଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍‌ ରିଙ୍ଗରେ ଅନଶନ

ଟୋକିଓ,୧।୮: ଟୋକିଓ ଅଲିମ୍ପିକ୍ସରେ ରବିବାର ଆୟୋଜିତ ଏକ ସୁପର ହେବିଓ୍ବେଟ ବକ୍ସିଂ ମ୍ୟାଚ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜାଣିଶୁଣି ମୁଣ୍ଡରେ ପ୍ରତିପକ୍ଷ ବକ୍ସରଙ୍କୁ ଆଘାତ...

କମ୍‌ ବୟସରେ ହେୟାର ଷ୍ଟାଇଲିଷ୍ଟଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌: ଏବେ କଲେ ଖୁଲାସା

ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍‌ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍‌ରେ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାକୁ...

ଆଇପିଏଲ୍‌ ପାଇଁ ୟୁଏଇ ଯିବେ ୫୦ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୦ ସଂସ୍କରଣ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ହେବ। ଏହା ପାଖାପାଖି ଅନ୍ୟ ୫୦ କ୍ରିକେଟରଙ୍କ ଲାଗି...

ପ୍ରଥମ ନିରପେକ୍ଷ ଟେଷ୍ଟ ଅମ୍ପାୟର

ପାକିସ୍ତାନ ଅଧିନାୟକ ଇମ୍ରାନ୍‌ ଖାଁ ଭାରତରୁ ଅମ୍ପାୟର ମଗାଇଥିଲେ। ପିଲୁ ରିପୋର୍ଟର ଓ ଏସ୍‌. ଭି. ରାମସ୍ବାମୀ ଲାହୋର ଯାଇ ଉକ୍ତ ଟେଷ୍ଟ ମ୍ୟାଚ୍‌ ଅମ୍ପାୟରିଂ...

କମ୍‌ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ୧୮ ଜାନୁଆରୀ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ...

ଗିରୋ ଡି’ ଇଟାଲିଆ: କାରୁସୋ ଜିତିଲେ ଷ୍ଟେଜ୍‌-୨୦

ରୋମ୍‌, ୩୦ା୫: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୨୦ତମ ଷ୍ଟେଜ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭର୍ବାନିଆରୁ ଭାଲି ସ୍ପଲଗା ୧୬୪ କିଲୋମିଟର ବିଶିଷ୍ଟ ଏହି...

ଜର୍ମାନୀରେ ବୁଣ୍ଡେସ୍‌ଲିଗା ଆରମ୍ଭ

ବର୍ଲିନ, ୧୭ା୫ (ଏଏଫ୍‌ପି)-ୟୁରୋପର ଅନ୍ୟତମ ଟପ୍‌ ଫୁଟ୍‌ବଲ ଲିଗ୍‌ ବୁଣ୍ଡେସ୍‌ଲିଗା ଶନିବାରଠାରୁ ପୁଣି ଏହାର ମ୍ୟାଚଗୁଡ଼ିକ ଆରମ୍ଭ କରିଛି। କରୋନାଭାଇରସ୍‌ ଲକ୍‌ଡାଉନ୍‌ ଯୋଗୁ ବିନା ଦର୍ଶକରେ...

Advertisement
Archives

Model This Week