ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ ନିର୍ମାଣ ଚାଲିଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସିଆରପିସି ଧାରା ୧୪୪ ଅନୁଯାୟୀ ଏହାକୁ ବେଆଇନ ଦର୍ଶାଇ ରହିତାଦେଶ ଜାରି କରାଯାଇଥିଲା। ତେଣୁ ୧୪୪ ଧାରା ରହିତାଦେଶ ୬୦ଦିନ ପାଇଁ ବଳବତ୍ତର ରହିଥିବାବେଳେ ସୋମବାର ଅତିରିକ୍ତ ଆରକ୍ଷୀ ଉପ-ଆୟୁକ୍ତଙ୍କ ଇଜିଲାସରେ ମାମଲାର ଶୁଣାଣି ହୋଇଥିଲା। ତେବେ ଦ୍ୱିତୀୟ ପକ୍ଷ ହାଜର ହୋଇ ତାଙ୍କର ପକ୍ଷ ରଖିଥିଲେ ଏବଂ ଆବଶ୍ୟକ କାଗଜପତ୍ର ଦାଖଲ କରିଥିଲେ। ଏହା ଦେୱାନୀ ମାମଲା ହୋଇଥିବାରୁ ଉପଯୁକ୍ତ ଦେୱାନୀ ଅଦାଲତରେ ଏହାର ବିଚାର ହୋଇପାରିବ। ଏଣୁ କୋର୍ଟରେ ଏହି ମାମଲା ଶୁକ୍ରବାର ଦିନକୁ ଶୁଣାଣି ରଖିଥିବା ନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri