ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକ

ପୁରୁଣା ଭୁବନେଶ୍ୱର, ୧୯।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଏକ ପ୍ରଶାସନିକସ୍ତରୀୟ ବୈଠକ ନୂତନ କାର୍ଯ୍ୟାଳୟ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସିତାଂଶୁ ରାଉତ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପ୍ରମୁଖ ନିଯୋଗଙ୍କ ସେବାୟତଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ମାର୍ଚ୍ଚରେ ସୈରାତ ଉତ୍ସ ଗୁଡିକ ନିଲାମ ଶେଷ ହେଉଛି। ନୂତନ ଆର୍ଥିକ ବର୍ଷରେ ଠାକୁରଙ୍କ ସୈରାତ ଉତ୍ସଗୁଡିକରୁ ଆଦାୟ କରାଯାଉଥିବା ଟଙ୍କାରୁ ବିଏମ୍‌ସିଠାରୁ କେତେ ପ୍ରତିଶତ ବୋର୍ଡ ଭାଗ ନେବ ତାହା ଆଲୋଚନା ହୋଇଥିଲା। ସେହିଭଳି ମନ୍ଦିର କାର୍ଯ୍ୟାଳୟ କର୍ମଚାରୀଙ୍କ ଭତ୍ତା ବୃଦ୍ଧି, ଠାକୁରଙ୍କ ରଥଯାତ୍ରା ନୀତି ନିର୍ଘଣ୍ଟ ପ୍ରସ୍ତୁତି, ଶିବରାତ୍ରିର ଆୟବ୍ୟୟ ଅଟକଳ, ଶୀତଳଷଷ୍ଠୀ ପରିଚାଳନା ନେଇ ଅନେକ ପଦକ୍ଷେପ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶଙ୍କ ସମେତ ସମସ୍ତ ଟ୍ରଷ୍ଟ ବୋର୍ଡ ସଦସ୍ୟ , ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଗଳାକାଟି ହତ୍ୟା

ଘଣ୍ଟାପଡା/କଣ୍ଟାମାଳ,୨୪।୭(ଡି.ଏନ.ଏ.)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧୀନ ଆମ୍ବଗାଁ ସମଲେଶ୍ୱରୀ ନାଳ ନିକଟ ଆମ୍ବ ବଗିଚାରୁ ଶୁକ୍ରବାର ସକାଳେ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ...

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି।...

ଆଜି ୧୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ବୁଧବାର ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ...

ରାଜ୍ୟରେ ୯୨ ହଜାର ପଞ୍ଜୀକୃତ କୃଷି ଶ୍ରମିକ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ୯୨ ହଜାର ୭୦୯ କୃଷି ଶ୍ରମିକ ଚିହ୍ନଟ ହୋଇ ପଞ୍ଜୀକୃତ ହୋଇଛନ୍ତି। ଅନୁଗୋଳ ଶ୍ରମ ଜିଲାରେ ୬୭୦ ଜଣ କୃଷି ଶ୍ରମିକ ପଞ୍ଜୀକୃତ...

୪ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ପାରଳାଖେମୁଣ୍ଡି, ୧୦ା୮ (ଡି.ଏନ୍‌.ଏ): ଗଜପତି ଜିଲାରେ ଗତ ଦୁଇଦିନ ଧରି ଲାଗିରହିଛି ଲଘୁଚାପ ବର୍ଷା। ଜନ ଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି। ଲଗାଣ ବର୍ଷା ଯୋଗୁ ନଦୀର...

ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି।...

Advertisement
Archives

Model This Week