ଶ୍ରୀଲିଙ୍ଗରାଜ ମନ୍ଦିର ଅଁଳାବେଢ଼ାରେ ମହୁଫେଣା ବିପଦ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):  ମହାଶିବରାତ୍ରିରେ ସମର୍ଥା ସେବାୟତ ପରମ୍ପରା ଅନୁଯାୟୀ ମନ୍ଦିର ଚୁଡ଼ାକୁ ମହାଦୀପ ଉଠାଇଥାନ୍ତି। ପ୍ରତିବର୍ଷଭଳି ଚଳିତବର୍ଷ ମଧ୍ୟ ସମସ୍ତ ପ୍ରସ୍ତୁତି ଆଗେଇ ଚାଲିଥିବାବେଳେ ମନ୍ଦିର ଚୁଡ଼ାରେ ଅଁଳା ତଳେ ଥିବା ମହୁଫେଣା ବିପଦ ଆଶଙ୍କା ସୃଷ୍ଟି କରିଛି। ଅଗ୍ନି ଧାସରେ ମହୁଫେଣାରେ ମହୁମାଛି ଗୁଡ଼ିକ ଆକ୍ରମଣାତ୍ମକ ନ ହେବାପାଇଁ ପ୍ରଶାସନ ପକ୍ଷରୁ ନିଅଁ। ଲଗାଇ ସେଗୁଡ଼ିକୁ ପୋଡ଼ି ଦେଇଥାନ୍ତି। ଏହାକୁ ବହୁ ପ୍ରାଣୀପ୍ରେମୀ ବିରୋଧ କରିବା ସହ ଚଳିତବର୍ଷ ମହାଦୀପ ଉଠିବାର ଦୀର୍ଘଦିନରୁ ମହୁମାଛି ଗୁଡ଼ିକୁ ଅନ୍ୟତ୍ର ଘଉଡ଼ାଇଦେବା ପାଇଁ ଦାବି ହୋଇଛି। ଏହାଦ୍ୱାରା ସହସ୍ର ମହୁମାଛି ଗୁଡ଼ିକର ଜୀବନ ରକ୍ଷା ହେବା ସହ ମହାଦୀପ ଉଠିବାର କୌଣସି ବିଘଟଣ ହେବନାହିଁ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି।...

ଇଏସ୍‌ଆଇ ଡାକ୍ତରଖାନାରେ ୫୫ ଡାକ୍ତର ନିଯୁକ୍ତ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି।...

ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ...

ନବୀକରଣ ନାଁରେ ନଷ୍ଟ ହେଉଛି ଐତିହ୍ୟ

ଭୁବନେଶ୍ୱର,୨।୩(ବ୍ୟୁରୋ): କୋରାପୁଟର ପ୍ରାଚୀନ ସମୟର ଦୁଇଟି କଳିଙ୍ଗନ ମନ୍ଦିର ନବୀକରଣ ନଁାରେ ନଷ୍ଟ ହେଉଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ...

ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର

ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍‌ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ...

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...

ବ୍ରାଣ୍ଡେଡ୍‌ ବିଶ୍ୱାସରେ ବିଷ

ଅନୁଗୋଳ ଅଫିସ, ୧୩ା୭ ବ୍ରାଣ୍ଡେଡ୍‌ ପୋଷାକକୁ ଏକ ଆଭିଜାତ୍ୟର ପରିଚୟ ଦିଆଗଲାଣି। ବ୍ୟକ୍ତିତ୍ୱ ଯେମିତି ହେଉ ନା କାହିଁକି, ଆଜିକାଲିର ଯୁବପିଢ଼ିଙ୍କ ଏହା ପ୍ରଥମ ପସନ୍ଦ...

Advertisement
Archives

Model This Week