ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ଆଗ ଥଇଥାନ କର, ପରେ ଉଚ୍ଛେଦ, ଥାନା ଘେରାଉ କଲେ ଦୁଇ ସଂଘ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପାଇଁ ସୋମବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଉଚ୍ଛେଦର ଦ୍ୱିତୀୟ ଦିନରେ ଜନଅସନ୍ତୋଷ ଦେଖାଯାଇଛି। ପ୍ରଥମେ ଥଇଥାନ କରାଯାଇ ପରେ ଉଚ୍ଛେଦ କରାଯାଉ ବୋଲି ସାଧାରଣରେ ଦାବି ହୋଇଛି। ଏନେଇ ଲିଙ୍ଗରାଜ ସାଂସ୍କୃତିକ ପରିଷଦ ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଲିଙ୍ଗରାଜ ଥାନା ଘେରାଉ କରାଯାଇଛି। ସୂଚନାଯୋଗ୍ୟ, ଉଚ୍ଛେଦର ପ୍ରଥମ ଦିନରେ ଲିଙ୍ଗରାଜ ମନ୍ଦିରର ସମ୍ମୁଖ ତଥା ପୂର୍ବପାର୍ଶ୍ୱରୁ ଜବରଦଖଲ ହଟାଯାଇଛି। ୧୮ କ୍ୟାବିନ, ୧୧ ଫାଷ୍ଟଫୁଡ ଦୋକାନ, ୧୮ ଉଠା ଦୋକାନ, ୪ ଅସ୍ଥାୟୀ ଘର, ୫ ଘରର ଆଜବେଷ୍ଟସ୍‌, ୨ ପିଣ୍ଡି, ଭଜନ ମଣ୍ଡପକୁ ଲାଗି ରହିଥିବା ଛୋଟ ମନ୍ଦିରକୁ ଭାଙ୍ଗି ଦିଆଯାଇଛି। ମିଳିତ ଉଚ୍ଛେଦ ଟିମ୍‌ରେ ବିଏମସି, ବିଡିଏ, ଜିଏ, ଆର୍‌ ଆଣ୍ଡ ବି ଓ କମିଶନରେଟ ପୋଲିସ ସାମିଲ ରହିଛି। ମଙ୍ଗଳବାର ବିନ୍ଦୁସାଗରରୁ ବଢେଇବାଙ୍କ ଛକ ଯାଏ ଉଚ୍ଛେଦ କରାଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri