ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି।  ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ ସାହିତ୍ୟ ସମାଜର ସଭାପତି ବିଜୟାନନ୍ଦ ସିଂ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ବରିଷ୍ଠ କବି ପଦ୍ମଭୂଷଣ ରମାକାନ୍ତ ରଥ ଯୋଗଦେଇ ବ୍ରଜନାଥଙ୍କ ତୈଳ ଚିତ୍ରଙ୍କୁ ଉନ୍ମୋଚନ କରିଥିଲେ। ମୁଖ୍ୟବକ୍ତା ଭାବେ ଡକ୍ଟର ଅରବିନ୍ଦ ଗିରି ଓ ସମ୍ମାନନୀୟ ଅତିଥି ଭାବେ କବି କାଳିପଦ ପଣ୍ଡା ଯୋଗ ଦେଇଥିଲେ । ସୁଶାନ୍ତ କୁମାର ନାୟକ ସ୍ବାଗତ ଭାଷଣ ଦେଇଥିଲେ। ଗୋବିନ୍ଦ ଚନ୍ଦ୍ର ଦାସ ଉତ୍ସବ ସମ୍ପର୍କରେ ସୂଚନା ଦେଇଥିଲେ । କବି ସ୍ବର୍ଗତ ରଥଙ୍କ ସମ୍ପର୍କରେ ତାଙ୍କ ପୁତ୍ର ବ୍ରହ୍ମାନାଥ ବକ୍ତବ୍ୟ ରଖିଥିଲେ ା ଜୀବନାନନ୍ଦ ଅଧିକାରୀ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ସମାରୋହରେ ବହୁ ସାହିତି୍ୟକ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଳଗଦାରୁ ମିଳିଲା ଶିଶୁକନ୍ୟା

କୋକସରା,୯।୨ (ଡି.ଏନ.ଏ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସିଉନି ଘର୍ଜା ପଡା ନିକଟସ୍ଥ ଚାଷ ଜମିରେ ଥିବା ଏକ ପାଳଗଦାରୁ ମଙ୍ଗଳବାର ପାହାନ୍ତିଆରେ ଶୁଣିବାକୁ ମିଳିଥିଲା...

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ...

ସ୍ତ୍ରୀଙ୍କୁ ନେବାକୁ ଆସି ମାଡ଼ ଖାଇଲେ ସ୍ବାମୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସ୍ତ୍ରୀଙ୍କୁ ନେବାକୁ ଆସି ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ସ୍ବାମୀ। ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ତ୍ରୀ ମାଡ଼ ମାରି ଲହୁଲୁହାଣ କରିବା ପରେ...

୨୬ କର୍ମଚାରୀରେ ସାଇବର ଅପରାଧ ନିୟନ୍ତ୍ରଣ

ଯାଜପୁର ଅଫିସ,୧୨।୧୨: ରାଜ୍ୟରେ ସାଇବର ଅପରାଧ ଅଣାୟତ୍ତ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ୨୦୧୫ରୁ ୨୦୨୧ ସେପ୍ଟେମ୍ବର ୩୦ ମଧ୍ୟରେ ୭୩୩୦ ସାଇବର ଅପରାଧ ପଞ୍ଜୀକୃତ...

ଡଟ୍‌ ଫେଷ୍ଟରେ ଜମିବ ‘ନାଇଟ୍‌ ବଜାର’

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଏବେଠୁ ରାଜଧାନୀରେ ଆରମ୍ଭ ହୋଇଯାଇଛି ଉତ୍ସବ। ପୁଣି ଆଗକୁ ରହିଛି ବଡ଼ ମହୋତ୍ସବ। ମନୋରଞ୍ଜନ ସହ ସ୍ବତନ୍ତ୍ର...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ...

ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ

ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି...

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ...

Advertisement
Archives

Model This Week