ଶ୍ୱଶୁରଘରୁ ଫେରୁଥିବା ବେଳେ ଦୁର୍ଘଟଣା: ଜ୍ୱାଇଁଙ୍କ ଜୀବନଗଲା

ପଦ୍ମପୁର,୧୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ମନ୍ଦାରଇ ଧାମରା ରାସ୍ତାରେ ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ (ଇଚ୍ଛାପୁର) ବ୍ରହ୍ମପୁର ଶିବ ଆରଖ। ଶିବ ସୋମବାର ବିଳମ୍ବିତ ରାତିରେ ଶ୍ୱଶୁରଘରୁ ଫେରୁଥିବା ବେଳେ କୌଣସି କାରଣବଶତଃ ତାଙ୍କ ବାଇକ୍‌ଟି ଭାରସାମ୍ୟ ହରାଇ ଏକ ପୋଲତଳକୁ ପଡ଼ିଯାଇଥିଲା। ସକାଳେ ଖବରପାଇ ଚୂଡ଼ାମଣି ମେରାଇନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ୧୭/୨୦ରେ ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?