ଶ୍ୱଶୁରଙ୍କ ମୃତ୍ୟୁ ପରେ କାଜଲଙ୍କ ମାଆ ହସ୍ପିଟାଲରେ ଭର୍ତ୍ତି

ଅଜୟ ଦେବଗନ ଏବଂ କାଜଲଙ୍କ ପରିବାରରେ ଖରାପ ସମୟ ପଡ଼ିଛି। ଶ୍ୱଶୁର ବୀରୁ ଦେବଗନଙ୍କ ମୃତ୍ୟୁକୁ ୩ ଦିନ ନ ପୂରୁଣୁ କାଜଲଙ୍କ ମାଆ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାଜଲଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲ ବାହାରେ ସ୍ପଟ୍‌ କରାଯାଇଥିଲା। କାଜଲ ବହୁ ଦୁଃଖିତ ଥିବା ଜଣାପଡ଼ୁଥିଲେ।

କାରଣ ଶ୍ୱଶୁର ତଥା ଅଜୟ ଦେବଗନଙ୍କ ପିତା ବୀରୁଙ୍କ ହୃଦ୍‌ଘାତରେ ସୋମବାର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଖବର ମନରୁ ଲିଭି ନ ଥିବା ବେଳେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ତାଙ୍କ ମାଆ। ଏପଟେ ଶ୍ୱଶୁରଙ୍କ ମୃତ୍ୟୁକୁ ନେଇ ଭାଙ୍ଗି ପଡ଼ିଥିବାବେଳେ ମାଆ ତଥା ବିଗତ ଦିନର ଅଭିନେତ୍ରୀ ତନୁଜାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି କାଜଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋମ୍‌ରେ ଜନ୍ମଦିନ ପାଳିବେ ନୀଳ ନୟନା

ମୁମ୍ବାଇ: ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏଥର ତାଙ୍କର ୪୬ ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ନଭେମ୍ବର ୧ରେ ତାଙ୍କ ଜନ୍ମଦିନ...

ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତା

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ରଣବୀର କପୁର ନିଜ ସାଙ୍ଗମାନଙ୍କ ସହ ମୁମ୍ବାଇ ରାସ୍ତାରେ ସାଇକେଲ ଚଳାଉଥିବା...

ପକ୍ଷାଘାତରେ ଆକ୍ରାନ୍ତ ହେଲେ ଏହି ଅଭିନେତ୍ରୀ

ହିଟଲର ଦିଦି, କୁବୁଲ ହୈ, ଇଶ୍କବାଜ ଏବଂ ତେନାଲୀ ରାମା ଭଳି ଧାରାବାହିକରେ କାମ କରିସାରିଥିବା ଟିଭି ଅଭିନେତ୍ରୀ ନିଶି ସିଂ ଭଦଲି ଫେବୃୟାରୀ ୨୦୧୯ରୁ...

ପୁଣି ମା’ ହେବାକୁ ଯାଉଛନ୍ତି ବେବୋ!

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୈଫ ଅଲୀ ଖାଁ ଓ କରୀନା କପୁର ଖାଁଙ୍କ ପରିବାରରେ ଖୁବ୍‌ଶୀଘ୍ର ଆଉ ଜଣେ କୁନି ଅତିଥି ଆସିଥିବାକୁ ଯାଉଛି। ଅର୍ଥାତ୍‌...

ଟପ୍‌ରେ ବିଗ୍‌ ‘ବି’

ଅମିତାଭ ବଚ୍ଚନ ଓରଫ ବିଗ୍‌ ‘ବି’ଙ୍କ ଅଭିନୟ ଅନେକ କଳାକାରଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛି। କେବଳ ଜଣେ ନାମୀ ଅଭିନେତା ନୁହନ୍ତି, ଶୁଟିଂ ସେଟ୍‌ରେ...

ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !

ମୁମ୍ବାଇ: ଧାରାବାହିକ ‘କୁମ୍‌କୁମ୍‌’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍‌। ନିକଟରେ ଅଲାଦିନର ସ୍ପେଶାଲ୍‌...

ବର୍ଷାର ମଜା ନେଉଛନ୍ତି କ୍ୟାଟ୍ରିନା: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କୈଫ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ଫଟୋ ଓ ଭିଡିଓ ଶେୟାର କରି ଆସିଥାଆନ୍ତି ଚର୍ଚ୍ଚାକୁ।...

ବଲିଉଡ୍‌ର ଏହି ୫ ଯୋଡି ନିଜ ସାଥୀଙ୍କୁ ଦେଇଛନ୍ତି ସବୁଠାରୁ ଦାମୀ ଉପହାର

ବଲିଉଡ୍‌ର ଅଧିକାଂଶ କଳାକାର ସେମାନଙ୍କ ଦୟାବାନ ପ୍ରବୃତି ପାଇଁ ବେଶ୍‌ ପରିଚିତ। ସେମାନେ ନିଜ ପ୍ରିୟ ଲୋକଙ୍କ ପ୍ରତି ଭଲପାଇବା ଦେଖାଇବା ପାଇଁ କୌଣସି ସୁଯୋଗକୁ...

Coronavirus Update

Archives

Model This Week

Why Dharitri