ଶ୍ୱାସକ୍ରିୟା ସମସ୍ୟା ଦୂର କରେ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି ନିୟମିତ ଭିଟାମିନ୍‌ ‘ସି’ଯୁକ୍ତ ଖାଦ୍ୟ ଖାଆନ୍ତି ତେବେ ସେ ଏପରି ସମସ୍ୟାଠାରୁ ନିଜକୁ ଅନେକାଂଶରେ ଦୂରେଇ ରଖିଥାଆନ୍ତି। ପରୀକ୍ଷା ସ୍ବରୂପ ଏଭଳି ସମସ୍ୟାର ସମ୍ମୁଖୀନ ହେଉଥିବା କିଛି ବ୍ୟକ୍ତିଙ୍କୁ ସେମାନଙ୍କର ଦୈନନ୍ଦିନ ଖାଦ୍ୟ ତାଲିକାରେ ଭିଟାମିନ୍‌ ‘ସି’ଯୁକ୍ତ ଖାଦ୍ୟ ସାମିଲ କରିବାକୁ ପରାମର୍ଶ ଦିଆଯାଇଥିଲା । ଏପରି ଖାଦ୍ୟ ଖାଇବା ପରେ ସେମାନେ ବ୍ୟାୟାମ କରିବା ସମୟରେ ପ୍ରାୟ ଶ୍ୱାସକ୍ରିୟାଜନିତ ସମସ୍ୟାର ସାମନା କରି ନ ଥିଲେ ବୋଲି ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri