Posted inଜାତୀୟ

ଶ୍ୱାସ ଠାରୁ ଦୂରେଇ ରହିବା ପାଇଁ ସକାଳେ ସନ୍ଧ୍ୟାରେ କରନ୍ତୁ ଏପରି…

କେତେକଙ୍କଠାରେ ଶ୍ୱାସ ସମସ୍ୟା ଦେଖାଦେଇଥାଏ। ଏଥିପାଇଁ କେତେକ ଡାକ୍ତରଙ୍କ ପରାମର୍ଶ ନେବା ସହିତ ଔଷଧ ସେବନ କରିଥାନ୍ତି। ତେବେ କେତେକ ଘରୋଇ ଉପଚାର ଦ୍ୱାରା ଏହି ସମସ୍ୟା ସହଜରେ ଦୂର ହୋଇଥାଏ। ସକାଳେ ସନ୍ଧ୍ୟାରେ ଅଭ୍ୟାସ କରି ଶଙ୍ଖ ବାଦନ କଲେ ଶ୍ୱାସ ସମସ୍ୟା ସହଜରେ ଦୂର ହୋଇଥାଏ ବୋଲି ଶଙ୍ଖ ବିଶେଷଜ୍ଞ ପରାମର୍ଶ ଦେଇଥାନ୍ତି। ଏହାଦ୍ୱାରା ହାର୍ଟ ସମସ୍ୟା ମଧ୍ୟ ଦୂର ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୁଏ। ଶଙ୍ଖ ବାଦନ ଦ୍ୱାରା ମୁଖମଣ୍ଡଳର ମାଂସପେଶୀ ସୁଦୃଢ଼ ହୁଏ। ଏହାଦ୍ୱାରା ମୁଖମଣ୍ଡଳ ଉଜ୍ଜ୍ୱଳତା ମଧ୍ୟ ବୃଦ୍ଧି ପାଏ। ଏହାଦ୍ୱାରା ବିଭିନ୍ନ ତଳିପେଟ ସମସ୍ୟା ଦୂର ହୋଇଥାଏ। ନିୟମିତ ଶଙ୍ଖ ବାଦନ କଲେ ମୁତ୍ରାଶୟ ସମସ୍ୟା ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri