ଷଣ୍ଢ ଲଢେଇ ବେଳେ ଦୁର୍ଘଟଣା: ଯୁବକଙ୍କ ଉପରେ ଚଢିଗଲା ଟ୍ରକ

ସୋର, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ସୋର-ମଙ୍ଗଳପୁର ରାସ୍ତା ବାଗୁଡି ବଜାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଟ୍ରକ ତଳେ ଚାପି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।
ମଙ୍ଗଳବାର ସକାଳେ ମହୁମୁହାଣ ଗ୍ରାମର ନରେନ୍ଦ୍ର ଜେନା ବାଇକ୍‌ରେ ସୋର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଦୁଇଟି ଷଣ୍ଢ ଲଢେଇ କରି ରାସ୍ତା ଉପରକୁ ଉଠିଆସି ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ନରେନ୍ଦ୍ର ତଳେ ପଡିଯିବାରୁ ସମ୍ମୁଖରେ ବାଗୁଡି ଅଭିମୁଖେ ଆସୁଥିବା ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା। ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ନରେନ୍ଦ୍ର ତାଙ୍କ ଝିଅକୁ ଆଣିବାକୁ କଲେଜଛକସ୍ଥିତ ମେସ୍‌କୁ ଯାଉଥିଲେ। ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଟ୍ରକକୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀ ନାତିଙ୍କ ପାଇଁ ମୂଲ ଲାଗୁଛନ୍ତି ଶାନ୍ତିଲତା

ସିମୁଳିଆ, ୧୯।୫(ଡି.ଏନ.ଏ.): ସରକାରୀ ଯୋଜନାଠାରୁ ଦୂରରେ ରହୁଛନ୍ତି ପ୍ରକୃତ ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଣ୍ଡରାଇ ପଞ୍ଚାୟତ ୧୩ନଂ. ୱାର୍ଡ଼...

ପ୍ରେମିକାଙ୍କୁ ଗଳାକାଟି ହତ୍ୟା, ବିଷ ପିଇଲେ ପ୍ରେମିକ

ଲହୁଣୀପଡ଼ା, ୧୫।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଗୁରୁଣ୍ଡିଆ ବ୍ଲକ ଅଧୀନ ବାଙ୍କି ନିକଟସ୍ଥ ଭାଲତା ଗ୍ରାମରେ ଗୁରୁବାର ଜଣେ ଯୁବତୀଙ୍କୁ ହତ୍ୟାକରି ଜଣେ ଯୁବକ...

ଥମୁନି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରାସ୍ତାରେ ପ୍ରସବ କଲେ ଗର୍ଭବତୀ

ରାୟଗଡ଼ା ଅଫିସ,୧୪।୩- ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଅଡ଼ାଜାଲ ଗ୍ରାମରେ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଶନିବାର ଜଣେ...

ରାସ୍ତାରେ ଡ୍ରେନ୍‌ ପାଣି, ଯାତାୟାତ ବାଧାପ୍ରାପ୍ତ

ଜଟଣୀ,୧୬ ।୨(ଡି.ଏନ୍‌.ଏ.) ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଅନେକ ନୂତନ ଆପାର୍ଟମେଣ୍ଟ ଓ ସାହିବସ୍ତି ଗଢ଼ିଉଠିଛି। ଏଠାରେ ଗୃହ ନିର୍ମାଣ ପୂର୍ବରୁ ସରକାରୀ ନିୟମ ଉଲ୍ଲଂଘନ...

ପ୍ରବାସୀଙ୍କୁ ଋଣ ଯୋଗାଇଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ)- ଗଞ୍ଜାମ ଜିଲାକୁ ଏକ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ରୋଜଗାର ବାଟ ମିଳିଲେ ଏମାନେ ଆଉ ଅନ୍ୟ ରାଜ୍ୟକୁ ଯିବେନି। ତେଣୁ ଚାଷଠାରୁ ଆରମ୍ଭ...

୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା...

ଅଧିକ ରାଜସ୍ବ, ତଥାପି ସରୁନି ସରକାରୀ ଅବହେଳା: ପଙ୍ଗୁ ଅବସ୍ଥାରେ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ

ତାଳଚେର,୨୧ା୧୨(ନି.ପ୍ର.) – ତାଳଚେରସ୍ଥିତ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି। ୧୮ ମାସ ହେଲା ଏଠାରେ କୌଣସି ଅଧିକାରୀ ନାହାନ୍ତି କି...

ମଧୁବାବୁ ଆଇନ ସହାୟତା ଯୋଜନା ବାଟବଣା

ପୁରୁଷୋତ୍ତମପୁର, ୧୮ା୭(ଡି.ଏନ୍‌.ଏ.)-ରାଜ୍ୟ ସରକାର ଗରିବ ଲୋକଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ମାତ୍ର ଏହି ଯୋଜନା ଏବେ...

Advertisement
Archives

Model This Week