ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା

ଗାନ୍ଧିନଗର,୪।୨: ସରକାର ବେଟି ବଚାଓ-ବେଟି ପଢ଼ାଓ ଯୋଜନା ଆରମ୍ଭ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଦେଶବ୍ୟାପି ଜାରି ରହିଛି। ଗୁଜରାଟ କଓ୍ବେଡ଼ିଆଠାରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ଲେଜର ଲାଇଟ୍‌ ମାଧ୍ୟମରେ ବେଟି ବଚାଓ-ବେଟି ପଢ଼ାଓ  ବାର୍ତ୍ତା
ଦିଆଯାଇଛି। ୧୮୨ ମିଟର ଉଚ୍ଚ ସର୍ଦ୍ଦାରଙ୍କ ପ୍ରତିମାରେ ଏଭଳି କରାଯାଇଛି। ସର୍ଦ୍ଦାରଙ୍କ ପ୍ରତିଭାର ହୃଦୟସ୍ଥଳରେ ବାଳିକା ଫଟୋ ରହିଥିବାବେଳେ ଏଥିରେ ବେଟି ବଚାଓ-ବେଟି ପଢ଼ାଓ ସଚେତନତା ବାର୍ତ୍ତା ରହିଛି। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଏହି ବାର୍ତ୍ତା ନେଇ ସଚେତନତା ସୃଷ୍ଟି କରାଯିବାର ପ୍ରୟାସ କରାଯାଉଥିବା କୁହାଯାଉଛି। ସୂଚନାଯୋଗ୍ୟ, ଗୋଟିଏ ବର୍ଷରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଦେଖିବା ପାଇଁ ୪୦ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟୁଇଟ୍‌...

କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୩।୯(ପି.ଟି.): କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବେ। କେନ୍ଦ୍ର ସରକାର...

ରାହୁଲଙ୍କ ଆକାଉଣ୍ଟ ବନ୍ଦ: ଟୁଇଟର ଅଫିସ ବାହାରେ ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୯।୮: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ସାମୟିକ ଭାବେ ବନ୍ଦ ହେବା ପରେ କଂଗ୍ରେସ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ...

ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !

ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା...

ମାନକୋଟ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ: ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍‌ରୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ବାରମ୍ବାର ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଉଛି।...

କୋଇଲା ଅଭାବ ଯୋଗୁ ଦିଲ୍ଲୀ ମେଟ୍ରୋ ଟ୍ରେନ୍‌, ହସ୍ପିଟାଲରେ ବିଜୁଳି ଯୋଗାଣରେ ଉପୁଜିପାରେ ବାଧା

ନୂଆଦିଲ୍ଲୀ,୨୯ ।୪: କୋଇଲା ଅଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ରାଜଧାନୀର ମେଟ୍ରୋ ଟ୍ରେନ୍ ଓ ହସ୍ପିଟାଲ ସମେତ କିଛି ଗୁରୁତ୍ୱପର୍ଣ୍ଣ ପ୍ରତିଷ୍ଠାନ ଗୁଡିକରରେ ନିରବଚ୍ଛିନ୍ନ...

‘ମୁଁ ରାଗିବା ସ୍ଥିତିରେ ନାହିଁ’

ଲକ୍ଷ୍ନୌ,୨୨।୫: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ରାମପୁର ବିଧାୟକ ନିକଟରେ ଜାମିନ ପାଇ ଜେଲ୍‌ରୁ ମୁକୁଳିଛନ୍ତି। ଦଳର ସୁପ୍ରିମୋ ଅଖିଳେଶ ଯାଦବ ତଥା ଦଳ...

ବିଶ୍ୱର ସବୁଠାରୁ ମହଙ୍ଗା ଫଳ: ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଅନେକ ସମୟରେ ବଜାରରେ ଫଳର ଦାମ ମହଙ୍ଗା ଥାଏ। ଏହାକୁ କିଣିବା ସମୟରେ ଯଦି କିଲୋଫିଛା କାହାରା ଦାମ ୪୦୦ କିମ୍ବା ୫୦୦ ଟଙ୍କା ହୋଇଯାଏ...

Advertisement
Archives

Model This Week